ପେଟ୍ରୋଲ ଢାଳି ନିଜକୁ ଜାଳିଦେଲେ ୯୦ ପ୍ରତିଶତ ଦଗ୍ଧ

ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ପୁରୁଣା ବ୍ରହ୍ମପୁର ଅଞ୍ଚଳର ଜଣେ ଯୁବକ ମେଣ୍ଡୁଛକଠାରେ ନିଜ ଶରୀରରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଛନ୍ତି। ତାଙ୍କ ଶରୀରର ୯୦ ଭାଗରୁ ଅଧୂକ ପୋଡ଼ିଯାଇଛି। ଗୁରୁତର ଯୁବକଜଣଙ୍କ ହେଲେ, ପୁରୁଣା ବ୍ରହ୍ମପୁର ରାଧାକୃଷ୍ଣ ସାହିର ସୂରଜ ସାହୁ(୨୧)। ସ୍ଥାନୀୟ…

ଇଣ୍ଟରନ୍ୟାସନାଲ ସ୍ପାଇ ମ୍ୟୁଜିୟମରେ \”ଏକ୍ ଥା ଟାଇଗର\’

ନୂଆଦିଲ୍ଲୀ,: ଅନ୍ତର୍ଜାତୀୟ ସ୍ତରରେ ଖ୍ୟାତି ଅର୍ଜନ କରିଛି ୨୦୧୨ରେ ମୁକ୍ତିପ୍ରାପ୍ତ ସଲମାନ ଖାନ୍ ଓ କ୍ୟାଟ୍ରିନା କୈଫ୍‌ ଷ୍ଟାରର୍ ଫିଲ୍ମ \"ଏକ୍ ଥା ଟାଇଗର\' । କବୀର ଖାନ୍‌ଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ଥିଏଟରରେ ମୁକ୍ତିଲାଭ କରିବାର ୧୩ ବର୍ଷ ପରେ ଆମେରିକାର ୱାଶିଂଟନ୍‌, ଡିସିରେ…

ଦିଲ୍ଲୀ ହାଇକୋର୍ଟର ଦ୍ୱାରସ୍ଥ ହେଲେ ଐଶ୍ୱର୍ଯ୍ୟା ରାୟ ବଚନ

ନୂଆଦିଲ୍ଲୀ, : ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କ ଅନୁମତି ବିନା ବାଣିଜ୍ୟିକ ଲାଭ ପାଇଁ ଫଟୋଗ୍ରାଫ ଇତ୍ୟାଦି ବ୍ୟବହାର କରିଥିବା କମ୍ପାନୀ ବିରୋଧରେ ଅଭିନେତ୍ରୀ ଦିଲ୍ଲୀ ହାଇକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି । ଏକ ଆବେଦନ ଦାଖଲ କରି, ଐଶ୍ୱର୍ଯ୍ୟା ତାଙ୍କ ବ୍ୟକ୍ତିତ୍ୱ ଅଧିକାରର…

ସ୍ୱାମୀଙ୍କୁ ସୁସ୍ଥ କରିବାକୁ ସ୍ତ୍ରୀ ମାଗୁଛନ୍ତି ଭିକ୍ଷା

କାକଟପୁର,: କାକଟପୁର ବ୍ଲକ ଦହିଖିଆ ଅଞ୍ଚଳରେ ବାସ କରନ୍ତି ରାଜୁ ବାଲମୁଛ ଓ ତାଙ୍କ ଧର୍ମପତ୍ନୀ ସାଇ ବାଲମୁଛ । ପେଷାରେ ରାଜୁ ଜଣେ ଦିନ ମଜୁରିଆ ଓ ରାଜମିସ୍ତ୍ରୀ । ଯାହା କିଛି ରୋଜଗାର କରନ୍ତି ଘରେ ତିନି ପ୍ରାଣୀ କୁଟୁମ୍ବଙ୍କ ଭରଣ ପୋଷଣ କରନ୍ତି । ସେଥିରେ ପୂର୍ବରୁ ତାଙ୍କ ଝିଅର ମଧ୍ୟ…

ବିଶ୍ୱବିଦ୍ୟାଳୟ ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଲେ ରାଜ୍ୟପାଳ

କୋରାପୁଟ,: ରାଜ୍ୟପାଳଙ୍କ କୋରାପୁଟ ଗସ୍ତର ଦ୍ୱିତୀୟ ଦିନ । ଦ୍ୱିତୀୟ ଦିନରେ ରାଜ୍ୟପାଳ ପ୍ରଥମେ ସୁନାବେଡ଼ା ଠାରେ ଥିବା କେନ୍ଦ୍ରୀୟ ବିଶ୍ୱବଦ୍ୟାଳୟକୁ ଯାଇଥିଲେ । ସେଠାରେ ପହଁଞ୍ଚି ଛାତ୍ରଛାତ୍ରୀ ଓ ଅଧ୍ୟାପିକା ଅଧ୍ୟାପକଙ୍କ ସହ ଆଲୋଚନା କରିଥିଲେ । ରାଜ୍ୟପାଳ ଛାତ୍ରଛାତ୍ରୀଙ୍କ ଠାରୁ…

ଯୌତୁକ ନିଷେଧ ଆଇନ ଓ ଘରୋଇ ହିଂସା ଆଇନ ମହିଳାମାନଙ୍କୁ ସୁରକ୍ଷା ଦେବା ସହ ସଶକ୍ତ କରୁଛି : ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, : ଯୌତୁକ ନିଷେଧ ଆଇନ ୧୯୬୧ ଓ ଘରୋଇ ହିଂସା ଆଇନ ୨୦୦୫ ଦେଶର ମହିଳାମାନଙ୍କୁ ସୁରକ୍ଷା ଦେବା ସହ ସଶକ୍ତ କରୁଛି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମତପ୍ରକାଶ କରିଛନ୍ତି । ମଙ୍ଗଳବାର ଲୋକସେବା ଭବନ ସମ୍ମେଳନ କକ୍ଷରେ ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଘରୋଇ ହିଂସାରୁ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହେବେ ସାମିଲ: ସିଡିଓ

କେନ୍ଦୁଝର, : ସରକାରଙ୍କ ଦ୍ୱାରା ଅନେକ ଆବାସ ଯୋଜନା ଆରମ୍ଭ ହୋଇଥିଲେ ମଧ୍ୟ, କେନ୍ଦୁଝର ଜିଲ୍ଲାର ଅନେକ ପୁରାତନ ଆଦିମ ଜନଜାତି ଜୁଆଙ୍ଗ ସମ୍ପ୍ରଦାୟର ପରିବାର ଏବେବି ଭଙ୍ଗା ଏବଂ କଚ୍ଚା ଘରେ ରହିବାକୁ ବାଧ୍ୟ ହୋଇଛନ୍ତି । ଏଭଳି ଏକ ଦୃଷ୍ଟାନ୍ତ ବାଂଶପାଳ ବ୍ଲକ ଅନ୍ତର୍ଗତ କୁଣ୍ଢେଇର ଗ୍ରାମରେ…

ବନ୍ୟା ପ୍ରଭାବିତ ହିମାଚଳ, ପଞ୍ଜାବରେ କ୍ଷୟକ୍ଷତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଉଭୟ ହିମାଚଳ ପ୍ରଦେଶ ଓ ପଞ୍ଜାବ ଗସ୍ତ କରି ବନ୍ୟା ଜନିତ କ୍ଷୟକ୍ଷତି ଆକଳନ କରିବା ସହ ଉଭୟ ରାଜ୍ୟ ପାଇଁ ସ୍ୱତନ୍ତ୍ର ପ୍ୟାକେଜ୍‌ ଘୋଷଣା କରିଛନ୍ତି । ଚଳିତ ବର୍ଷ ମୌସୁମୀ ଜନିତ ବର୍ଷାରେ ପ୍ରକୃତିର ତାଣ୍ଡବ ଦେଖିଥିବା ଏହି ଦୁଇ…

ସିପି ରାଧାକ୍ରିଷ୍ଣନ ହେଲେ ଦେଶର ଉପରାଷ୍ଟ୍ରପ

ନୂଆଦିଲ୍ଲୀ, : ଉପରାଷ୍ଟ୍ରପତି ନିର୍ବାଚନରେ ବାଜି ମାରିଛନ୍ତି ବିଜେପି ନେତୃତ୍ୱାଧୀନ ଏନଡିଏ ପ୍ରାର୍ଥୀ ସିପିରାଧାକ୍ରିଷ୍ଣନ । ମଙ୍ଗଳବାର ଅନୁଷ୍ଠିତ ଉପରାଷ୍ଟ୍ରପତି ନିର୍ବାଚନରେ ସେ ବିରୋଧୀ ମେଣ୍ଟ ଇଣ୍ଡିଆର ପ୍ରାର୍ଥୀ ତଥା ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ବି ସୁଦର୍ଶନ…

ଦିଲ୍ଲୀ ଏମ୍ସ ଏୟାରଲିଫ୍ଟ ହୋଇପାରନ୍ତି ଅଭିଜିତ ମଜୁମଦାର

ଭୁବନେଶ୍ୱର, : ଓଡ଼ିଶାର ଲୋକପ୍ରିୟ ସଙ୍ଗୀତ ନିଦେ୍ର୍ଦଶକ ଅଭିଜିତ ମଜୁମଦାରଙ୍କ ଚିକିତ୍ସା ଖର୍ଚ୍ଚ ଓଡ଼ିଶା ସରକାର ବହନ କରିବେ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଘୋଷଣା କରିଛନ୍ତି । ଅଭିଜିତ ବର୍ତ୍ତମାନ ଏମ୍ସ-ଭୁବନେଶ୍ୱରର ଆଇସିୟୁରେ ଭେଣ୍ଟିଲେଟର ସହାୟତାରେ ଚିକିତ୍ସାଧୀନ ଅଛନ୍ତି ।…