୨୪ ଘଣ୍ଟା ମଧ୍ୟରେ ଭୀଷଣ ବର୍ଷା ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର, - ଆସନ୍ତା ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲା(କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।…

କୋଇଲା ମନ୍ତ୍ରଣାଳୟର ଷ୍ଟାର ରେଟିଂ ପୁରସ୍କାରରେ ଏମ୍‌ସିଏଲ୍‌ର ବଡ଼ ସଫଳତା

ଭୁବନେଶ୍ୱର,: ମହାନଦୀ କୋଲଫିଲ୍ଡସ୍ ଲିମିଟେଡ୍ (ଏମ୍‌ସିଏଲ୍‌) କୋଇଲ ମନ୍ତ୍ରାଳୟ ଦ୍ୱାରା ପ୍ରଦାନ କରାଯାଉଥିବା \"ଷ୍ଟାର ରେଟିଙ୍ଗ\' ପୁରସ୍କାରରେ ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି । ୨୦୨୩-୨୪ ଅର୍ଥବର୍ଷ ପାଇଁ ଏମସିଏଲ୍‌ର ମୋଟ ୯ଟି କୋଇଲ ଖଣି ୫-ଷ୍ଟାର ରେଟିଙ୍ଗ ସମ୍ମାନରେ ଭୂଷିତ ହୋଇଛି…

ଜିଏସ୍‌ଟି ହାର ହ୍ରାସର ଲାଭ ଜନସାଧାରଣ ନିକଟରେ ପହଞ୍ଚିବା ଜରୁରୀ: ନିର୍ମଳା ସୀତାରମଣ

ନୂଆଦିଲ୍ଲୀ,: ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ ୨୨ ସେପ୍ଟେମ୍ବରରେ ଜିଏସ୍‌ଟି ୨.୦ ଲାଗୁ ହେବା ପରେ ସରକାରଙ୍କର ପ୍ରମୁଖ ଅଗ୍ରାଧିକାର ହେଉଛି ଟିକସ ହାର ହ୍ରାସର ଲାଭ ଜନସାଧାରଣଙ୍କୁ ପହଞ୍ଚିବା ସୁନିଶ୍ଚିତ କରିବା । ଏକ ସାକ୍ଷାତକାରରେ ସୀତାରମଣ କହିଛନ୍ତି ଯେ ବୀମା ସମେତ…

ଜିଏସ୍‌ଟି ରିହାତି ପରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି : ଟ୍ରମ୍ପଙ୍କ ଟାରିଫକୁ ମାତ୍ ଦେବେ ମୋଦି

ନୂଆଦିଲ୍ଲୀ,: ଦ୍ରବ୍ୟ ଏବଂ ସେବା (ଜିଏସ୍‌ଟି)ର ଏକୀକରଣ ପ୍ରକ୍ରିୟା ସମ୍ପୂର୍ଣ୍ଣ ହେବା ପରେ କେନ୍ଦ୍ର ସରକାର ଏବେ ଆମେରିକାର ୫୦% ଟାରିଫରୁ ପ୍ରଭାବିତ ରପ୍ତାନିକାରୀଙ୍କ ପାଇଁ ରିହାତି ପଦକ୍ଷେପ ପ୍ରସ୍ତୁତ କରୁଥିବା ସୂଚନା ମିଳିଛି । ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା…

ହୀରାକୁଦ ଜଳଭଣ୍ଡାରରୁ ୨୪ ସ୍ଲୁଇସ୍‌ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର, : ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ଲଘୁଚାପ ଜନିତ ପ୍ରବଳ ବର୍ଷା ଯୋଗୁ ଶୁକ୍ରବାର ଅଧିକ ୪ଟି ସ୍ଲୁଇସ୍ ଖୋଲାଯାଇ ମୋଟ ୨୪ଟି ସ୍ଲୁଇସ୍ ଗେଟରେ ଜଳଭଣ୍ଡାରରୁ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି । ସୂଚନାଯୋଗ୍ୟ, ଗୁରୁବାର ୩ଟି ପର୍ଯ୍ୟାୟରେ ଅଧିକ ୧୦ଟି ସ୍ଲୁଇସ ଗେଟ୍ ଖୋଲାଯାଇ…

ଚାଲେଞ୍ଜ ହୋଇପାରେ ନୀତି ପରିଚାଳନା, ର‌୍ୟାମ୍ପ୍ ଖୋଲା ଯୋଡ଼ାରେ ଯିବ ଅଧଘଣ୍ଟା

ପୁରୀ, : ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ପାଇଁ ସରକାର ଧାଡ଼ି ଦର୍ଶନ ବ୍ୟବସ୍ଥା କରିବାକୁ ଅଣ୍ଟା ଭିଡ଼ିଛନ୍ତି । ଏହି ନୂଆ ଦର୍ଶନ ବ୍ୟବସ୍ଥା ନେଇ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଯେତିକି ଉତ୍କଣ୍ଠା ରହିଛି, କାର୍ଯ୍ୟକାରୀ କରିବା ପ୍ରଶାସନ ପାଇଁ ସେତିକି ଆହ୍ୱାନଭରା ରହିଛି । କାହିଁକିନା ଆମ…

ନୂଆଦିଲ୍ଲୀରେ ପ୍ରେସ କନ୍‌ଫରେନ୍‌ସରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀଙ୍କ ବକ୍ତବ୍ୟ

ନୂଆଦିଲ୍ଲୀ/ଭୁବନେଶ୍ୱର, : ଜିଏସଟି ସ୍ଲାବକୁ ନେଇ ମୋଦି ସରକାରଙ୍କ ନିଷ୍ପତ୍ତି ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀରେ ପ୍ରେସମିଟ କରିଛନ୍ତି । ସାଧାରଣ ଜନତାଙ୍କ ଉପରୁ ଟିକସ ବୋଝ ହ୍ରାସ କରିବା ଲାଗି ଆଜିର ବୈଠକରେ ବ୍ୟାପକ ଆଲୋଚନା ପରେ ଅନେକ ଦ୍ରବ୍ୟ ଓ ସେବା ଉପରୁ ଜିଏସଟି ହାର…

ଜଳବାୟୁ ପରିବର୍ତ୍ତନ ପାଇଁ ଭାରତରେ ଖାଦ୍ୟ ମୂଲ୍ୟ ବୃଦ୍ଧି

ନୂଆଦିଲ୍ଲୀ,: ଅତ୍ୟଧିକ ଜଳବାୟୁ ପରିବର୍ତ୍ତନ ଯୋଗୁ ଫସଲ ନଷ୍ଟ ଓ ଯୋଗାଣ ବ୍ୟବସ୍ଥା ବାଧାପ୍ରାପ୍ତ ହେଉଥିବାରୁ ଖାଦ୍ୟ ମୂଲ୍ୟ ତୀବ୍ର ଭାବେ ବୃଦ୍ଧି ପାଉଛି । ଟମାଟୋ, ପିଆଜ ଓ ଆଳୁ ଭଳି ପ୍ରତ୍ୟେକ ଘରେ ବ୍ୟବହୃତ ମୁଖ୍ୟ ଖାଦ୍ୟ ସାମଗ୍ରୀ ଅନିୟମିତ ବର୍ଷା, ଗ୍ରୀଷ୍ମ ଲହରୀ ଓ ଅସମୟ ଝଡ଼ର ଶିକାର…

ସେମିକନ୍ ଇଣ୍ଡିଆ ୨୦୨୫ରେ ଅଗ୍ରଣୀ ସିଇଓଙ୍କ ସହ ମତବିନିମୟ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେମିକନ୍ ଇଣ୍ଡିଆ ୨୦୨୫ ଅବସରରେ ବିଶ୍ୱ ସେମିକଣ୍ଡକ୍ଟର ଶିଳ୍ପର ଅଗ୍ରଣୀ ସିଇଓଙ୍କ ସହିତ ମତ ବିନିମୟ କରିଛନ୍ତି । ଶ୍ରୀ ମୋଦି କହିଛନ୍ତି,\"ଏହି କ୍ଷେତ୍ରରେ ଭାରତର ନିରନ୍ତର ସଂସ୍କାର ଯାତ୍ରା ବିଷୟରେ ମୁଁ କଥା ହୋଇଛି । ଦୃଢ ଭିତ୍ତିଭୂମି…

ଶ୍ରୀମନ୍ଦିର ସୁରକ୍ଷା, ଗବେଷଣା ଓ ଧାଡି ଦର୍ଶନ ସମ୍ପର୍କରେ ଆଲୋଚନା

ପୁରୀ, : ନିଳାଦ୍ରୀ ଭକ୍ତ ନିବାସ ଠାରେ ବୁଧବାର ପୂର୍ବାହ୍ନରେ ଶ୍ରୀମନ୍ଦିର ପରିଚାଳନା କମିଟିର ନୂତନ ସଦସ୍‌ଯଙ୍କୁ ସ୍ୱାଗତ କରାଯିବା ସହ ବୈଠକ ଅନୁଷ୍ଠିତ ହୋଇଥିଯାଇଛି । କମିଟିର ସ୍ଥାୟୀ ସଭାପତି ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ବୈଠକରେ ଶ୍ରୀମନ୍ଦିର ସୁରକ୍ଷା, ସବକମିଟି…