ଅମୃତ ଷ୍ଟେସନ ଯୋଜନା ଅଧୀନରେ ଅନୁଗୁଳ ରେଳ ଷ୍ଟେସନର ରୂପାନ୍ତରଣ

ଭୁବନେଶ୍ୱର, : ଅମୃତ ଷ୍ଟେସନ ଯୋଜନା ଅଧୀନରେ ଅନୁଗୁଳ ରେଳ ଷ୍ଟେସନର ପୁନର୍ବିକାଶ ଗଠନଶୀଳ ଭାବରେ ଅଗ୍ରଗତି କରୁଛି । ପ୍ରକଳ୍ପଟି ୨୫.୪୧ କୋଟି ଟଙ୍କାର ଅନୁମୋଦିତ ମୂଲ୍ୟ ମଧ୍ୟରୁ ନିର୍ମାଣ କାର୍ଯ୍ୟରେ ୫୨% ଏବଂ ଆର୍ôଥକ କ୍ଷେତ୍ରରେ ୪୩% ପ୍ରଗତି ହାସଲ କରିଛି । ଅମୃତ ଭାରତ ଷ୍ଟେସନ ଅନ୍ତର୍ଗତ…

ଓଡ଼ିଶାରେ ଦୋକାନ, ବାଣିଜ୍ୟିକ ପ୍ରତିଷ୍ଠାନ ପାଇଁ ଓଡ଼ିଆ ସାଇନବୋର୍ଡ ବାଧ୍ୟତାମୂଳକ

ଭୁବନେଶ୍ୱର,: ଓଡ଼ିଶାର ସାର୍ବଜନୀନ ସ୍ଥାନରେ ଓଡ଼ିଆ ଭାଷାର ପ୍ରାଧାନ୍ୟକୁ ଆହୁରି ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ ରାଜ୍ୟର ନଗରାଞ୍ଚଳରେ ଥିବା ସମସ୍ତ ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନମାନଙ୍କୁ ଓଡ଼ିଆ ଲିପିରେ ସାଇନବୋର୍ଡ ଲଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ।…

ଶିକ୍ଷା ଓ ଦକ୍ଷତା ବିକାଶ ଦ୍ୱାରା ମହିଳା ସଶକ୍ତିକରଣ ପାଇଁ ଜିନ୍ଦଲ ଫାଉଣ୍ଡେସନ ଦ୍ୱାରା \”ୟଶସ୍ୱୀ\’…

ଭୁବନେଶ୍ୱର, : ସାମାଜିକ-ଅର୍ଥନୈତିକ ଦୁର୍ବଳ ବର୍ଗର ବାଳିକା ଓ ମହିଳାଙ୍କ ସଶକ୍ତୀକରଣ ପାଇଁ ଜିନ୍ଦଲ ଷ୍ଟିଲର ସାମାଜିକ ସଂସ୍ଥା ଜିନ୍ଦଲ ଫାଉଣ୍ଡେସନ ପକ୍ଷରୁ \"ୟଶସ୍ୱୀ\' କାର୍ଯ୍ୟକ୍ରମର ଚତୁର୍ଥ ସଂସ୍କରଣ ଆରମ୍ଭ ହୋଇଛି । ଏହି ସଂସ୍କରଣରେ ଓଡ଼ିଶା, ଝାଡ଼ଖଣ୍ଡ ଓ ଛତିଶଗଡ଼ର ୫୦୦୦ ମହିଳା ଓ…

ଭାରତକୁ ଧମକ ଦେବାର ୨୪ ଘଣ୍ଟା ପରେ ଲଗାଇଲେ ୫୦% ଟାରିଫ

ୱାଶିଂଟନ/ନୂଆଦିଲ୍ଲୀ, : ଭାରତରୁ ଆମେରିକାକୁ ରପ୍ତାନୀ ହେଉଥିବା ସାମଗ୍ରୀ ଉପରେ ଆଉ ୨୫% ଟାରିଫ ଲଗାଇଛନ୍ତି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଟାରିଫ ବୃଦ୍ଧି ଧମକର ୨୪ ଘଣ୍ଟା ମଧ୍ୟରେ ଟ୍ରମ୍ପ ଏପରି ପଦକ୍ଷେପ ନେଇଛନ୍ତି । ରୁଷ ଠାରୁ ଭାରତ ତେଲ କିଣିବା ଜାରି ରଖିଥିବାରୁ ଟ୍ରମ୍ପ ଏପରି…

ଗଲୱାନ ସଂଘର୍ଷ ପରେ ପ୍ରଥମଥର ଚୀନ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, : ଚୀନ୍ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଚଳିତ ମାସ ଅନୁଷ୍ଠିତ ହେବାକୁଥିବା ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ସମ୍ମିଳନୀରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ । ୨୦୨୦ ମସିହାରେ ପୂର୍ବ ଲଦାଖର ଗଲୱାନରେ ଦୁଇ ଦେଶର ସେନା ମଧ୍ୟରେ ସଂଘର୍ଷ ପରେ ଏହା ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀରେ ଗୃହମନ୍ତ୍ରୀ, ଜଳ ଶକ୍ତିମନ୍ତ୍ରୀ ଓ ଏଚ୍‌ଡି ସ୍ୱାମୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ/ ଭୁବନେଶ୍ୱର, : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ନୂଆଦିଲ୍ଲୀ ଠାରେ କେନ୍ଦ୍ରଗୃହ ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି । ଏକ୍ସରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ବୁଧବାର ନୂଆଦିଲ୍ଲୀରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହାଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ…

କର୍ତ୍ତବ୍ୟ ଭବନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପିତ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କର୍ତ୍ତବ୍ୟ ଭବନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି । ସେ ଏହାକୁ ଜନସେବା ପ୍ରତି ଅତୁଟ ସଂକଳ୍ପ ଓ ନିରନ୍ତର ପ୍ରୟାସର ପ୍ରତୀକ ବୋଲି କହିଛନ୍ତି । ସେ କହିଛନ୍ତି, କର୍ତ୍ତବ୍ୟ ଭବନ କେବଳ ନୀତି ଏବଂ ଯୋଜନାକୁ ଲୋକମାନଙ୍କ…

ଓକିଲଙ୍କୁ ଦୁର୍ବୁତ୍ତ ଓ ମନ୍ତ୍ରୀଙ୍କୁ ଅପରାଧୀଙ୍କ ମୁଖ୍ୟ କହିବା ବିଜେଡ଼ି ନେତାଙ୍କ ଦେବାଳିଆ ସ୍ଥିତିକୁ ଜଣାଉଛି

ବ୍ରହ୍ମପୁର, : ଓଡ଼ିଶାକୁ ପ୍ରତାରଣା ଦେଇଥିବା ବିଜୁ ଜନତା ଦଳ ସରକାର ଲୋକଙ୍କ ଦ୍ୱାରା ଗାଦିଚ୍ୟୁତ ହେବାପରେ କିଭଳି ଭାବରେ ରାଜ୍ୟରେ ସାମ୍ପ୍ରତିକ ପରିସ୍ଥିତିରେ କୁତ୍ସିତ ରାଜନୀତି କରିବା ସହ ଔଷଧ ବିକଳରେ ତାଟିଆ କାମୁଡ଼ିବା ଭଳି ବ୍ୟବହାର କରୁଛି ତାହାକୁ ଲୋକଲୋଚନକୁ ଆଣିବା ପାଇଁ ଭାରତୀୟ…

ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଲେ କୋହଲି

ନୂଆଦିଲ୍ଲୀ, : ବିରାଟ କୋହଲି ପୁଣିଥରେ ଖବର ଶିରୋନାମାରେ ଅଛନ୍ତି । ଏଥର ସେ ତାଙ୍କ ଖେଳ ଯୋଗୁ ନୁହେଁ ବରଂ ଅନ୍ୟ କୌଣସି କାରଣରୁ ଖବର ଶିରୋନାମାରେ ଅଛନ୍ତି । ୩୬ ବର୍ଷୀୟ କ୍ରିକେଟର ଅଗଷ୍ଟ ୪ ତାରିଖରେ ତାଙ୍କ ଅଫିସିଆଲ ଏକ୍ସ ହ୍ୟାଣ୍ଡେଲରେ ଟ୍ୱିଟ୍‌ କରିଥିଲେ । ଯେଉଁଥିରେ ସେ ଇଂଲଣ୍ଡ ବିପକ୍ଷ…

ଏସ୍‌ବିଆଇ ଶାଖାରେ ପାର୍କିଂ ସମସ୍ୟାକୁ ନେଇ ଗ୍ରାହକ ଅସନ୍ତୋଷ

ଯାଜପୁର, : ଯାଜପୁର ଜିଲା ରସୁଲପୁର ବ୍ରହ୍ମବରଦା ଅଂଚଳ ଏକ ମୁଖ୍ୟ ବ୍ୟବସାୟ କେନ୍ଦ୍ର ଭାବେ ବେଶ୍ ପରିଚିତ । ସ୍ଥାନୀୟ ୧୦ଟି ପଂଚାୟତର ଜନସାଧାରଣ ଏହି ଅଂଚଳ ଉପରେ ନିର୍ଭର କରନ୍ତି । ଜନସାଧାରଣଙ୍କ ସୁବିଧା କୋଣରୁ ବ୍ରହ୍ମବରଦାଠାରେ ଏକ ବ୍ୟାଙ୍କ ପ୍ରତିଷ୍ଠା ପାଇଁ ଦାବି ହୋଇ ଆସୁଥିଲା ା ବହୁ…