ଚାନ୍ଦବାଲି ବ୍ଲକ ରେ ମିଳିତ ଜନଶୁଣାଣୀ ଅଭିଯୋଗ ଶୁଣାଣି

ଭଦ୍ରକ : ଭଦ୍ରକ ଜିଲ୍ଲାର ଚାନ୍ଦବାଲି ଗୋଷ୍ଟି ଉନ୍ନୟନ ଅଧିକାରୀଙ୍କ ସଭା ଗୃହ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକାରୀଙ୍କ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଅଛି। ଜିଲ୍ଲାପାଳ ଶ୍ରୀ ଦିଲିପ ରାଉତରାଏ ଙ୍କ ସହିତ ଆରକ୍ଷୀ ଅଧିକ୍ଷକ ଶ୍ରୀ ମନୋଜ ରାଉତ, ମୁଖ୍ୟ ଉନ୍ନୟନ ଅଧିକାରୀ ଶୁଭେନ୍ଦ୍ର…

ଦାୟିତ୍ୱ ନେଲେ ଗଞ୍ଜାମର ନୂଆ ଜିଲାପାଳ, କହିଲେ ସରକାରଙ୍କ ବିଭିନ୍ନ କଲ୍ୟାଣକାରୀ ଯୋଜନାକୁ

ବ୍ରହ୍ମପୁର : ଗଞ୍ଜାମର ନୂତନ ଜିଲାପାଳ ଭାବେ ଭି.କୀର୍ତ୍ତି ଭାସନ ଦାୟିତ୍ୱ ଗ୍ରହଣ କରିଛନ୍ତି। ୨୦୧୮ ବ୍ୟାଚ୍‌ର ଆଇଏଏସ୍‌ ଏହା ପୂର୍ବରୁ କୋରାପୁଟ ଜିଲାପାଳ ଦାୟିତ୍ୱ ନିର୍ବାହ କରିଥିଲେ। ପୂର୍ବରୁ ମଧ୍ୟ ଗଞ୍ଜାମ ଜିଲାରେ ଆଇଏଏସ୍‌ ପ୍ରୋବିସନାଲ ରହିବା ସହ ବ୍ରହ୍ମପୁର ଉପଜିଲାପାଳ ଓ ଜିଲାପରିଷଦ…

ବ୍ରହ୍ମପୁର ରେ ଜିଲ୍ଲାପାଳଙ୍କ ମିଳିତ ଜନ ଶୁଣାଣି ଶିବିର

ବ୍ରହ୍ମପୁର,୨୮/୭- ବ୍ରହ୍ମପୁର ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଗଞ୍ଜାମ ନୂତନ ଜିଲ୍ଲାପାଳ ଭି କୀର୍ତ୍ତି ଭାସନ୍ ଆଜି କାର୍ଯ୍ୟରେ ଯୋଗଦାନ କରି ୧୧୨ଟି ଅଭିଯୋଗ ଶୁଣିଥିଲେ l ଏହି ଅଭିଯୋଗ ଶୁଣାଣି ରେ ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଡ଼ ଶର୍ବଣ ବିବେକ ଏମ୍, ବ୍ରହ୍ମପୁର…

ଚର୍ଚ୍ଚିତ ଗୋପାଳପୁର ଗଣଦୁଷ୍କର୍ମ ମାମଲାର ଚାର୍ଜସିଟ୍ ଦାଖଲ: ବ୍ରହ୍ମପୁର ଏସଡିଜେଏମ କୋର୍ଟରେ ୫୭୪ ପୃଷ୍ଠାର ଚାର୍ଜସିଟ…

ବ୍ରହ୍ମପୁର ଗୋପାଳପୁର ଗଣଦୁଷ୍କର୍ମ ମାମଲାର ଚାର୍ଜସିଟ୍‌ ଦାଖଲ କରିବା ପାଇଁ କୋର୍ଟରେ ପହଞ୍ଚିଲା କ୍ରାଇମବ୍ରାଞ୍ଚ ଟିମ । ବ୍ରହ୍ମପୁର ଏସଡିଜେଏମ କୋର୍ଟରେ କ୍ରାଇମବ୍ରାଞ୍ଚ ଟିମ ପହଞ୍ଚି ଚାର୍ଜସିଟ୍ ଦାଖଲ କରିଛି । କୋର୍ଟରେ ୫୭୪ ପୃଷ୍ଠା ସମ୍ୱଳିତ ଚାର୍ଜସିଟ ଦାଖଲ କରାଯାଇଛି । ବ୍ରହ୍ମପୁର…

ବର୍ଷା ଅଭାବ ପରେ ଚାଷୀଙ୍କୁ ଶ୍ରମିକ ଅଭାବ ଚିନ୍ତା

ଜଗନ୍ନାଥ ପ୍ରସାଦ ବ୍ଲକରେ ଗତ କିଛି ଦିନ ହେବ ବର୍ଷା ଉଭାନ ହୋଇ ଯାଇଥିବା ଯୋଗୁଁ ଚାଷ କାମ ଆଗେଇ ପାରୁନଥିଲା। ଫଳରେ ସ୍ଥାନୀୟ ଚାଷୀ ଚିନ୍ତାରେ ପଡ଼ିଥିଲେ। ଏବେ ବର୍ଷା ଯୋଗୁଁ ଚାଷକାମ ଆଗେଇଥିବା ବେଳେ ଶ୍ରମିକ ଅଭାବ ଦେଖାଯାଇଛି। ଜଗନ୍ନାଥ ପ୍ରସାଦ ବ୍ଲକରେ ଗତ କିଛି ଦିନ ହେବ ବର୍ଷା ଉଭାନ…

ଟ୍ରକ୍ କୁ ଧକ୍କା ଦେଲା ତୀର୍ଥଯାତ୍ରୀ ବସ୍ । ସମସ୍ତ ଯାତ୍ରୀ ସୁରକ୍ଷିତ

ବ୍ରହ୍ମପୁର : ବ୍ରହ୍ମପୁର ୧୬ ନମ୍ବର ଜାତୀୟ ରାଜପଥ ମାରୁତି ସୁଜକି ସୋରୁମ୍ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି ଟ୍ରକ୍ କୁ ପଛପଟୁ ଧକ୍କା ଦେଲା ତୀର୍ଥଯାତ୍ରୀ ବସ୍ । ଏହି ଘଟଣାରେ କେହି ଆହତ ହୋଇନଥିବା ବେଳେ ସମସ୍ତ ୪୧ ତୀର୍ଥ ଯାତ୍ରୀ ସୁରକ୍ଷିତ ଅଛନ୍ତି । ସୂଚନା ପ୍ରକାରେ…

ସରସ୍ବତୀ ଶିଶୁ ମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା

ପୁରୁଷୋତ୍ତମପୁର : ସ୍ଥାନୀୟ ସରସ୍ବତୀ ଶିଶୁ ମନ୍ଦିର ପରିସରରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି | ବିଦ୍ୟାଳୟ ର ପ୍ରଧାନଆଚାର୍ଯ୍ୟ ଶ୍ରୀଯୁକ୍ତ ନିରଞ୍ଜନ ଡାକୁଆ ଙ୍କ ପ୍ରେରଣା ରେ ତ୍ରିପୁରା ଗୁରୁମା, ପରିଚାଳନା କରିଥିଲେଏବଂ । ପ୍ରମୋଦିନୀ ଗୁରୁମା, ଅତିଥ୍‌ଙ୍କ…

ଭୁବନେଶ୍ୱରରେ ଓଡିଶାର ପ୍ରଥମ ଓଡିଶା ଟେକ୍ସଟାଇଲ କନ୍କ୍ଲେଭ୍

ଭୁବନେଶ୍ୱର, ୨୫ା୭ ଟେକ୍ସାଟାଇଲ ଇଣ୍ଡଷ୍ଟ୍ରି କ୍ଷେତ୍ରରେ କାର୍ଯ୍ୟରତ କର୍ମଚାରୀଙ୍କ ମଜୁରୀ ରିହାତି ମାସକୁ ଏକ ହଜାର ଟଙ୍କା ବୃଦ୍ଧି କରାଯାଇଛି । ଏହା ଦ୍ୱାରା ମହିଳା କର୍ମଚାରୀଙ୍କୁ ମାସକୁ ୬ ହଜାର ଟଙ୍କା ବଦଳରେ ୭ ହଜାର ଏବଂ ପୁରୁଷ କର୍ମଚାରୀଙ୍କୁ ମାସକୁ ୫ ହଜାର ବଦଳରେ ୬ ହଜାର ଟଙ୍କା…

ମାଳଦ୍ୱୀପରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମିଳିଲା ୨୧ ତୋପ ସଲାମି

ମାଲେ, ୨୫ା୭ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ମାଳଦ୍ୱୀପରେ ପହଞ୍ଚି ଦେଶର ୬୦ତମ ସ୍ୱାଧୀନତା ଦିବସ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦାନ କରିଛନ୍ତି । ମାଳଦ୍ୱୀପର ରାଷ୍ଟ୍ରପତି ମହମ୍ମଦ ମୁଇଜ୍ଜୁଙ୍କ ଆମନ୍ତ୍ରଣରେ ମାଲେରେ ପହଞ୍ଚିବା ପରେ ତାଙ୍କୁ ୨୧ ତୋପ ସଲାମି (୨୧-ଗନ୍…

ସମ୍ବଲପୁର ଜିଲ୍ଲା ରେଙ୍ଗାଲି ବ୍ଲକରେ ପ୍ରାଥମିକ ଶିକ୍ଷାନୁଷ୍ଠାନର ଭିତ୍ତିଭୂମି ବିପର୍ଯ୍ୟସ୍ତ

ସମ୍ବଲପୁର, 25/7: ସରକାର ସମସ୍ତଙ୍କୁ ଶିକ୍ଷାଦାନ ବାଧ୍ୟତା ମୂଳକ ବୋଲି ଶିକ୍ଷା ଅଧିକାର ଆଇନ୍ ପ୍ରଣୟନ କରିଛନ୍ତି । ସରକାରୀ ଶିକ୍ଷାନୁଷ୍ଠାନ ଗୁଡିକର ଭିତ୍ତିଭୂମିର ବିକାଶ ପାଇଁ ନାନା ଯୋଜନା ପ୍ରଣୟନ କରି କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଛି ବୋଲି ପ୍ରଚାର ପ୍ରସାର ହେଉଛି । କିନ୍ତୁ…