ରାହୁଲ ଗାନ୍ଧୀ ଚାଲି ନ ଜାଣି ବାଟର ଦୋଷ ଭଳି କଥା କହୁଛନ୍ତି : ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ, : ଓଡ଼ିଶାରେ କଂଗ୍ରେସର କୌଣସି ଅସ୍ତିତ୍ୱ ନାହିଁ । ରାହୁଲ ଗାନ୍ଧୀ “ଚାଲି ନ ଜାଣି ବାଟର ଦୋଷ” ଭଳି କଥା କହୁଛନ୍ତି ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ଏକ୍ସରେ ଉଲ୍ଲେଖ କରିଛନ୍ତି ଯେ ଭୁବନେଶ୍ୱରରେ ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ସଭାପତି…