ଆଇସିଆଇସିଆଇ, ଆକ୍ସିସ୍ ଓ ଏଚଡିଏଫସି ବ୍ୟାଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା
ଭୁବନେଶ୍ୱର, : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନରେ ଆଇସିଆଇସିଆଇ, ଆକ୍ସିସ୍ ଓ ଏଚଡିଏଫସି ବ୍ୟାଙ୍କର ପ୍ରତିନିଧିମାନଙ୍କ ସହିତ ଆଲୋଚନା କରିଛନ୍ତି । ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାରେ ଗରିବ ଲୋକମାନଙ୍କୁ ଅଧିକ ଋଣ ଦେବାପାଇଁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।…