ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର କୋଇଲା ମନ୍ତ୍ରୀ
୩ ଖଣି ରିଜର୍ଭ ଦାବିକୁ ମଞ୍ଜୁରି
ଭୁବନେଶ୍ୱର: ନାଲକୋର ୪୧ତମ ପ୍ରତିଷ୍ଠା ଦିବସରେ ଯୋଗଦେବାକୁ ଓଡ଼ିଶା ଆସିଥିବା କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି । ଏହି ସାକ୍ଷାତ ସମୟରେ ଉଭୟ ରାଜ୍ୟର ଖଣି ନିଲାମକୁ ନେଇ…