ଜଳସେଚନ ଓ ସୂଚନା ଲୋକସମ୍ପର୍କ ମନ୍ତ୍ରୀଙ୍କ ଦ୍ଵାରା ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ
ସାଲେପୁର: ସାଲେପୁର ନିର୍ବାଚନ ମଣ୍ଡଳୀର ବିଭିନ୍ନ ଲୋକାଭିମୁଖି କାଯ୍ୟକ୍ରମର ଶିଳାନ୍ୟାସ ଓ ଉଦଘାଟନୀ ମଙ୍ଗଳବାର ଦିନ ହୋଇଛି । ସ୍ଥାନୀୟ ବିଧାୟକ ପ୍ରଶାନ୍ତ କୁମାର ବେହେରାଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ଜଳସେଚନ ଓ ସୂଚନା ଲୋକ ସମ୍ପର୍କ ମନ୍ତ୍ରୀ ମାନ୍ୟବର ରଘୁ ନନ୍ଦନ ଦାଶ ଯୋଗ ଦେଇ…