ରାଉରକେଲା ଇସ୍ପାତ କାରଖାନାରେ ଗ୍ୟାସ୍ ଲିକ୍, ୨ ଶ୍ରମିକ ମୃତ
ରାଉରକେଲା: ରାଉରକେଲା ଇସ୍ପାତ କାରଖାନା (ଆରଏସପି) କୋଲ କେମିକାଲ ବିଭାଗରେ ମରାମତି କାମ ଚାଲିଥିବା ବେଳେ ଘଟିଛି ଅଘଟଣ। ମରାମତି ସମୟରେ ଗ୍ୟାସ ଲିକ ହେବାରୁ ଘଟଣାସ୍ଥଳରେ କାମ କରୁଥିବା ଶ୍ରମିକ ଅସୁସ୍ଥ ହୋଇପଡ଼ିଛନ୍ତି l ଗ୍ୟାସ ସଂସ୍ପର୍ଶରେ ଆସି ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଗୁରୁତର…