କରୋନା ପରେ ଏବେ ବାର୍ଡ଼ ଫ୍ଲୁ ଚିନ୍ତା : ଚିକେନ ଓ ଅଣ୍ଡା ଦୋକାନ ୧୫ ଦିନ ପାଇଁ ବନ୍ଦ ରଖିବାକୁ ନିର୍ଦ୍ଦେଶ
ଭୋପାଳ: କରୋନା ସଙ୍କଟ ମଝିରେ ଆଉ ଏକ ନୂଆ ସଙ୍କଟ ମୁଣ୍ଡ ଟେକିଛି । ଦେଶରେ ଅନେକ ରାଜ୍ୟରେ ବ୍ୟପିବାରେ ଲାଗିଛି ବାର୍ଡ ଫ୍ଲୁ । ରାଜସ୍ଥାନ, ମଧ୍ୟ ପ୍ରଦେଶ ପରେ ହିମାଚଳ ପ୍ରଦେଶ ଏବଂ କେରଳରେ ବ୍ୟାପୁଛି ବାର୍ଡ ଫ୍ଲୁର ଆତଙ୍କ । ଏହାକୁ ନଜରରେ ରଖି ବିଭିନ୍ନ ରାଜ୍ୟର ସରକାର ସତର୍କତା ଜାରି…