ରାଜ୍ୟରେ ଚିହ୍ନଟ ହେଲେ ୩୬୮ କରୋନା ସଂକ୍ରମିତ
ଭୁବନେଶ୍ବର: ରାଜ୍ୟରେ ଏବେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୬୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୧୫୬୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ…