ଲକ୍ଷ ଲକ୍ଷ ଟଙ୍କାର ଚନ୍ଦନ କାଠ ଜବତ; ୩ ଜଣଙ୍କୁ ଅଟକ
କଟକ: ଡ଼ାଳିଯୋଡ଼ା ରେଞ୍ଜ ସଫା ସେକ୍ସନ ଅନ୍ତର୍ଗତ ହାଟୁଆରୀ ସଂରକ୍ଷିତ ଜଙ୍ଗଲରୁ ଶୁକ୍ରବାର ୪ କ୍ବିଣ୍ଟାଲ ୬୦ କେଜିର ଚନ୍ଦନ କାଠ ଜବତ ହୋଇଛି। ଏହାର ମୂଲ୍ୟ ପାଖାପାଖି ୮ ଲକ୍ଷ ଟଙ୍କା ବୋଲି ସୂଚନା ରହିଛି । ହାଟୁଆରୀ ଜଙ୍ଗଲରୁ ଚନ୍ଦନ କାଠ ଚୋରା ଚାଲାଣ କରାଯାଉଥିବା ବେଳେ ଏସ୍ଟିଏଫ୍ ଓ…