ଶୁବମନ ଗିଲଙ୍କୁ ଭାରତୀୟ ଟେଷ୍ଟ ଟିମର ନୂଆ ଅଧିନାୟକ

ଇଂଲଣ୍ଡ, : ଜୁନ ୨୦ରୁ ଭାରତ ଓ ଇଂଲଣ୍ଡ ମଧ୍ୟରେ ୫ ଟିକିଆ ଟେଷ୍ଟ ସିରିଜ ଆରମ୍ଭ ହେବ । ଏହି ସିରିଜ ସହ ଭାରତ ୨୦୨୫-୨୭ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଅଭିଯାନ ଆରମ୍ଭ ମଧ୍ୟ କରିବ । ଏହା ବ୍ୟତୀତ ପ୍ରଥମଥର ପାଇଁ ଅଧିନାୟକ ରୋହିତ ଶର୍ମା ଓ ଷ୍ଟାର ବ୍ୟାଟର ବିରାଟଙ୍କ କୋହଲିଙ୍କ ଅବସର ପରେ ଭାରତୀୟ…

ଦୀପିକାଙ୍କୁ ଲିଭର କ୍ୟାନସର୍‌: ସୋସିଆଲ ମିଡିଆରେ ପୋଷ୍ଟ ଶେୟାର କଲେ

ମୁମ୍ବାଇ, : ଟିଭି ଅଭିନେତ୍ରୀ ଦୀପିକା କକ୍କର ଆଜିକାଲି ତାଙ୍କ ଜୀବନର ଏକ କଷ୍ଟକର ପର୍ଯ୍ୟାୟ ଦେଇ ଗତି କରୁଛନ୍ତି । ଦୀପିକାଙ୍କ ଦ୍ୱିତୀୟ ପର୍ଯ୍ୟାୟ ଲିଭର କ୍ୟାନସର ହୋଇଛି । ଏନେଇ ସେ ନିଜେ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି । ସେ ସମସ୍ତ ପ୍ରଶଂସକଙ୍କୁ ତାଙ୍କ ପାଇଁ…

କୃଷକଙ୍କୁ ସଶକ୍ତ କରୁଛନ୍ତି ମୋଦି ସରକାର: ମନମୋହନ ସାମଲ

ଭୁବନେଶ୍ୱର,: ମୋଦି ସରକାରଙ୍କ ୧୧ ବର୍ଷର ଶାସନ ଭିତରେ ଧାନର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ରମାଗତ ଭାବେ ବୃଦ୍ଧି କରାଯାଇ କ୍ୱିଂଟାଲ ପ୍ରତି ସର୍ବନିମ୍ନ ସହାୟକ ମୂଲ୍ୟ ୨୩୬୯ ଟଙ୍କା ଓ ଗ୍ରେଡ୍ ଏ ଧାନ ର ମୂଲ୍ୟ ୨୩୮୯ କରାଯିବା ନିଷ୍ପତ୍ତି ଚାଷୀକୁଳ ପାଇଁ ଆଶ୍ୱସ୍ଥି ଆଣିଦେଇଛି । ସେହିପରି ଆଜି…

ମହିଳା ଓ ଶିଶୁ ବିକାଶ ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା

ଭୁବନେଶ୍ୱର,: ଲୋକସେବା ଭବନସ୍ଥିତ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡାଙ୍କର କାର୍ଯ୍ୟାଳୟରେ ମହିଳା ଓ ଶିଶୁ ବିକାଶ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟ ମହିଳା ଆୟୋଗର ନୂତନ ୱେବସାଇଟର ଢାଂଚା ପ୍ରସ୍ତୁତିର…

ଦୁର୍ବଳ ବର୍ଗର ଲୋକଙ୍କୁ ସହାୟତା ପାଇଁ ଅଧିକାରୀମାନେ ସମସ୍ତ କଲ୍ୟାଣକାରୀ ଯୋଜନା ସଂର୍ପକରେ ଭଲ ଭାବେ ଜାଣନ୍ତୁ :…

ଭୁବନେଶ୍ୱର,: ସମାଜର ଗରିବ ଓ ଦୁର୍ବଳ ବର୍ଗର ଲୋକମାନଙ୍କୁ ସହାୟତା କରିବା ପାଇଁ ଅଧିକାରୀମାନେ ସମସ୍ତ ଉନ୍ନୟନ ଓ କଲ୍ୟାଣକାରୀ ଯୋଜନା ସଂପର୍କରେ ଭଲଭାବରେ ଜାଣନ୍ତୁ ବୋଲି ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍‌ପାଟି ଆହ୍ୱାନ ଜଣାଇଛନ୍ତି । ଚଳିତ ମଇ ୨୮ ତାରିଖ ଦିନ ରାଜଭବନର ନ୍ୟୁ ଅଭିଷେକ…

ଜୁନ ପ୍ରଥମ ସପ୍ତାହରୁ ହୋଇପାରେ ଆଇଟିଆର୍ ଫାଇଲିଂ

ନୂଆଦିଲ୍ଲୀ,: ଆୟକର ରିଟର୍ଣ୍ଣ ବା ଆଇଟିଆର୍ ଫାଇଲିଂ ପ୍ରକ୍ରିୟା ଜୁନ ପ୍ରଥମ ସପ୍ତାହରୁ ଆରମ୍ଭ ହୋଇପାରେ । ସାଧାରଣତଃ ଏହା ଏପ୍ରିଲ ପହିଲାରୁ ଆରମ୍ଭ ହୋଇଥାଏ । ମାତ୍ର ଚଳିତ ବର୍ଷ ଏଥିରେ ବିଳମ୍ବ ହେଉଛି । ଆଇଟିଆର୍‌ ଫର୍ମ ଲାଗି ଜରୁରୀ ହେଉଥିବା ଅନ୍ଲାଇନ ଟୁଲ୍ ଅଭାବ ଯୋଗୁ ଏଭଳି ବିଳମ୍ବ…

ଚିନ୍ତା ବଢାଇଲା କରୋନା : ଓଡିଶାରେ ୫ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, : ରାଜ୍ୟରେ ବଢ଼ିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସଂକ୍ରମିତଙ୍କ ସଂଖ୍ୟା ବଢ଼ିବା ନୂଆ ଚିନ୍ତା ସୃଷ୍ଟି କରିଛି । ବିଭାଗର ସୂଚନା ଅନୁସାରେ, ୫…

କୃଷକଙ୍କୁ ବଡ଼ ଉପହାର ଦେଲେ ମୋଦି ସରକାର

ନୂଆଦିଲ୍ଲୀ, : ବୁଧବାର (୨୮ ମେ\' ୨୦୨୫) କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ବଡ଼ ନିଷ୍ପତ୍ତି ନିଆଯାଇଛି । କେନ୍ଦ୍ର କ୍ୟାବିନେଟ ୨୦୨୫-୨୬ ଖରିଫ ଋତୁ ପାଇଁ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି)କୁ ୬୯ ଟଙ୍କା ବୃଦ୍ଧି କରି ୨,୩୬୯ ଟଙ୍କା କରିବାକୁ ମଞ୍ଜୁରୀ ଦେଇଛନ୍ତି । ଏଥିପାଇଁ ୨…

ଗୁଣିଗାରେଡି ସନ୍ଦେହ ରେ ବୄଦ୍ଧଙ୍କୁ ହତ୍ୟା ଘଟଣା,୧୦ଦିନ ପରେ ଅଭିଯୁକ୍ତ ଗୋଆରୁ ଗିରଫ,ସିନ ରିକ୍ରିଏସନ କଲା ଅଭିଯୁକ୍ତ

ଧର୍ମଗଡ଼, : ଗୁଣିଗାରେଡି ସନ୍ଦେହ ରେ କଳାହାଣ୍ଡି ଜିଲ୍ଲା କଲମପୁର ଥାନା ଦେପୁର ଗାଁରେ ଏକ ହତ୍ୟାକାଣ୍ଡ ଘଟିଯାଇଛି। ଗତ ୧୮ ତାରିଖ ଦିନ ଗୁଣି ଗାରେଡି କୁ ନେଇ ଦେପୁର ଗ୍ରାମର ଲିଙ୍ଗରାଜ ମାଝୀ(୨୨) ଯୁବକ, ସେହି ଗ୍ରାମର ୬୫ ବର୍ଷ ର ବୄଦ୍ଧ ରୂପସିଂ ମାଝୀ ଙ୍କୁ ପଞ୍ଚାୟତ ଗୄହ ଠାରେ ହତ୍ୟା…

କାମଠଣା ପଞ୍ଚାୟତ ରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ଧର୍ମଗଡ଼ : କଳାହାଣ୍ଡି ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ବୁଧବାର ଦିନ କଳାହାଣ୍ଡି ଜିଲ୍ଲା କାମଠଣାସ୍ଥିତ ଗ୍ରାମ ପଞ୍ଚାୟତ ଅଫିସ ଠାରେ ବିଭିନ୍ନ ଆଇନ ସହାୟତା ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସ୍ଥାୟୀ ଓ ନିରନ୍ତନ ଲୋକ ଅଦାଲତର କାର୍ଯ୍ୟକ୍ରମ, ମଧ୍ୟସ୍ଥତା…