ଭୁୁବନେଶ୍ୱର : ଆସନ୍ତା ଅକ୍ଟୋବର ୧ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଅଫଲାଇନ୍ ପରୀକ୍ଷା । ଏହି ପରୀକ୍ଷା ଅକ୍ଟୋବର ୧ରୁ ୧୧ ତାରିଖ ଯାଏଁ ଚାଲିବ । ରବିବାର ଦିନ ମଧ୍ୟ ପରୀକ୍ଷା ହେବା ନେଇ ସିଏଚଏସଇ ପକ୍ଷରୁ ସୂଚନା ଦିଆଯାଇଛି । ବିକଳ୍ପ ମୂଲ୍ୟାୟନକୁ ନେଇ ଅସନ୍ତୁଷ୍ଟ ଥିବା ଛାତ୍ରଛାତ୍ରୀ ଅଫଲାଇନ୍ ରେ ପରୀକ୍ଷା ଦେବେ । ଅଫଲାଇନ୍ ରେ ପରୀକ୍ଷା ଦେବା ପାଇଁ ୧୩,୦୪୩ ଛାତ୍ରଛାତ୍ରୀ ଆବେଦନ କରିଛନ୍ତି ।
Sign in
Sign in
Recover your password.
A password will be e-mailed to you.