ପ୍ରଧାନମନ୍ତ୍ରୀ ମୋଦିଙ୍କ ଆଜି ବାତ୍ୟା ୟାସର ପରିଦର୍ଶନ ପାଇଁ ଓଡିଶା ଓ ପଶ୍ଚିମ ବଙ୍ଗ ଗସ୍ତ

155

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶା ଓ ପଶ୍ଚିମବଙ୍ଗ ଗସ୍ତ କରିବେ । ସେ ୟାସ ଘୁର୍ଣ୍ଣିବାତ୍ୟା ଯୋଗୁ ଏହି ଦୁଇ ରାଜ୍ୟରେ ପଡ଼ିଥିବା ପ୍ରଭାବର ଆକଳନ କରିବେ । ପ୍ରଧାନମନ୍ତ୍ରୀ ମଧ୍ୟ ଆକାଶମାର୍ଗରୁ ଦୁଇ ରାଜ୍ୟର ବାତ୍ୟା ପ୍ରଭାବିତ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କରିବାର କାର୍ଯ୍ୟକ୍ରମ ରହିଛି ।

Leave A Reply

Your email address will not be published.