ଆଇସିସି ପକ୍ଷରୁ ଗଣମାଧ୍ୟମ ଓ ମନୋରଞ୍ଜନ ସମ୍ପର୍କିତ ଆଲୋଚନାଚକ୍ର
ଭୁବନେଶ୍ୱର, 31/7: ଆଇସିସି ପକ୍ଷରୁ ଗଣମାଧ୍ୟମ ଓ ମନୋରଞ୍ଜନ ସମ୍ପର୍କିତ ଆଲୋଚନାଚକ୍ର ଏକ ତାରକା ହୋଟେଲ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଏବଂ ଶିଶୁ ବିକାଶ, ପର୍ଯ୍ୟଟନ, ମିଶନଶକ୍ତି ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେଇ କହିଥିଲେ…