‘ଓଡ଼ିଶା ରାଜସ୍ୱ ସେବା ଅଧିକାରୀମାନେ ଆନ୍ତରିକତା ଓ ସମର୍ପଣର ସହ ସେବା କରୁନ୍ତୁ’
ଭୁବନେଶ୍ୱର, 1/8: ରାଜସ୍ୱ ସେବା ହେଉଛି ଶାସନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସେବା ମଧ୍ୟରୁ ଅନ୍ୟତମ, ଯାହା ଜନସାଧାରଣଙ୍କ ସହ ପ୍ରତ୍ୟେକ୍ଷ ଭାବେ ଜଡିତ ହୋଇ ରହିଥାଏ । ଏଣୁ ଓଡ଼ିଶା ରାଜସ୍ୱ ସେବା ଅଧିକାରୀମାନେ ଆନ୍ତରିକତା ଓ ସମର୍ପଣ ସହ ସେବା ଯୋଗାଇବାକୁ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି…