Browsing Tag

ଶାହରୁଖ ଓ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା

“ପୁଷ୍କରା’କୁ ଜାତୀୟ ଫିଲ୍ମ ପୁରସ୍କାର, ଶାହରୁଖ ଓ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା

ନୂଆଦିଲ୍ଲୀ, ୧ା୮ : ଘୋଷଣା ହୋଇଛି ୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର । ଏହି ଜାତୀୟ ଫିଲ୍ମ ପୁରସ୍କାରରେ ବାଜି ମାରିଛି ଓଡ଼ିଆ ସିନେମା ‘ପୁଷ୍କରା’ । ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ଭାବେ ମନୋନୀତ ହୋଇଛି ତରଙ୍ଗ ସିନେ ପ୍ରଡକସନ୍ସ ବ୍ୟାନରେ ପ୍ରସ୍ତୁତ ‘ପୁଷ୍କରା’ । ପୁଷ୍କରାର ନିର୍ଦ୍ଦେଶନା…