ସୁଭଦ୍ରା ରାଜ୍ୟସ୍ତରୀୟ ପରିଚାଳନା ଓ ତଦାରଖ କମିଟି ବୈଠକ ଅନୁଷ୍ଠିତ
ଭୁବନେଶ୍ୱର,31/7: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ‘ସୁଭଦ୍ରା’ ରାଜ୍ୟସ୍ତରୀୟ ପରିଚାଳନା ଓ ତଦାରଖ କମିଟି ବୈଠକ ଆଜି ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା ସୁଭଦ୍ରା ଯୋଜନାର ପ୍ରଭାବୀ କାର୍ଯ୍ୟକାରିତା…