Browsing Tag

#5T

ଦାମ ରାଉତଙ୍କ ଉପରୁ ହଟିଲା ନିଲମ୍ବନ

ପାରାଦୀପ, : ଓଡ଼ିଶାର ପୂର୍ବତନ ମନ୍ତ୍ରୀ ତଥା ବର୍ଷିଆନ ରାଜନେତା ଡା.ଦାମୋଦର ରାଉତଙ୍କ ଉପରୁ ସୋମବାର ୨୦୨୪ ନବବର୍ଷର ପ୍ରଥମ ଦିନ ପ୍ରାରମ୍ଭରେ ବିଜୁ ଜନତା ଦଳର ସଭାପତି ତଥା ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ଦଳ ପକ୍ଷରୁ କରାଯାଇଥିବା ନିଲମ୍ବନ ଆଦେଶକୁ ପ୍ରତ୍ୟାହାର…

ଟ୍ୱିନ୍‌ସିଟିର ରୂପ ବଦଳାଇବ ମେଟ୍ରୋ : ନବୀନ

ଭୁବନେଶ୍ୱର,୧ା୧ : ପରିବହନ କ୍ଷେତ୍ରରେ ଆରମ୍ଭ ହେବ ନୂଆ ଯୁଗ। ଲକ୍ଷ୍ୟ କମ୍‌ ସମୟ କମ୍‌ ଖର୍ଚ୍ଚରେ ସୁରକ୍ଷିତ ଯାତ୍ରା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭୁବନେଶ୍ୱର ମେଟ୍ରୋ ରେଳର ପ୍ରଥମ ପର୍ଯ୍ୟାୟ ପାଇଁ ଭିତ୍ତି ସ୍ଥାପନ କରିଛନ୍ତି। ଏହି ଅବସରରେ ବାରଙ୍ଗ ରତାଗଡଠାରେ ଆୟୋଜିତ ଏକ…

ମ୍ୟୁଜିୟମ ଓଡ଼ିଆ ଅସ୍ମିତାର ପରିଚୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୯ା୧୨  : ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ଏହାର ୯୦ ବର୍ଷ ପୂର୍ତ୍ତି ଉତ୍ସବ ମହାସମାରୋହରେ ପାଳନ କରିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ନିଜର ଶୁଭେଚ୍ଛା ବାର୍ତ୍ତା ପ୍ରଦାନ କରିଛନ୍ତି। ମ୍ୟୁଜିୟମ୍‌ କେବଳ ଆମ ଗୌରବମୟ ଇତିହାସର ମୂକସାକ୍ଷୀ ନୁହେଁ,…

ଫେବ୍ରୁଆରୀ ଶେଷ ସୁଦ୍ଧା ଭଦ୍ରକରେ ଗଡ଼ିବ ଲକ୍ଷ୍ମୀବସ

ଭଦ୍ରକ, : ବୁଧବାର ୫- ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଭଦ୍ରକ ଗସ୍ତରେ ଯାଇ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏହି ଅବସରରେ ସେ ଲୋକଙ୍କ ସମସ୍ୟା ବୁଝିବା ସହ ଖୁବଶୀଘ୍ର ସମାଧାନର ପ୍ରତିଶ୍ରୁତି ମଧ୍ୟ ଦେଇଛନ୍ତି। ଏପରିକି ଫେବ୍ରୁଆରୀ ଶେଷ ସୁଦ୍ଧା "ଲକ୍ଷ୍ମୀ' ବସ୍‌…

ନିଯୁକ୍ତି ପାଇବେ ୧୦ ହଜାରରୁ ଉର୍ଦ୍ଧ

ଭୁବନେଶ୍ୱର, : ଓଡ଼ିଶାକୁ ଶିଳ୍ପ ସମୃଦ୍ଧ ରାଜ୍ୟ ଭାବେ ଗଢ଼ି ତୋଳିବା ପାଇଁ ରାଜ୍ୟ ସରକାର ବ୍ୟାପକ ପଦକ୍ଷେପ ନେଉଛନ୍ତି। ଶିଳ୍ପ ଅନୁକୂଳ ନୀତି ସହ ସିଙ୍ଗଲ୍‌ ୱିଣ୍ଡୋ ବ୍ୟବସ୍ଥା ଏବଂ ଆକର୍ଷଣୀୟ ରିଆତି ଏ କ୍ଷେତ୍ରରେ ବେଶ୍‌ ସହାୟକ ହୋଇପାରୁଛି। ରାଜ୍ୟକୁ ଦେଶ, ବିଦେଶର ବହୁ ପ୍ରତିଷ୍ଠିତ…

ଜାନୁଆରୀ ୧୫ ସୁଦ୍ଧା କାମ ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୪ା୧୨ : ସତ୍ୟବାଦୀ ଓଡ଼ିଆ ବିଶ୍ୱବିଦ୍ୟାଳୟକୁ ୨୦୨୪ ଜାନୁଆରୀ ଶେଷ ସପ୍ତାହରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାପୂର୍ବରୁ ଆଜି ସତ୍ୟବାଦୀ ଗସ୍ତରେ ଯାଇ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ •ଲିଥିବା କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା…

ଜଳାଶୟ ପୁନରୁଦ୍ଧାର ଏବଂ ବର୍ଜ୍ୟଜଳ ପରି·ଳନାକୁ ସର୍ବୋଚ୍ଚ ପ୍ରାଥମିକତା

ଭୁବନେଶ୍ୱର,  : ଜଳାଶୟ ପୁନରୁଦ୍ଧାର ଏବଂ ବର୍ଜ୍ୟ ଜଳ ପରି•ଳନାର ଗୁରୁତ୍ୱ ଉପରେ ଆଲୋକପାତ କରିବା ପାଇଁ ମୁକ୍ତା ପ୍ରଫେସନାଲମାନଙ୍କ ଦିନିକିଆ ଓରିଏଣ୍ଟେସନ କର୍ମଶାଳା ଶୁକ୍ରବାର ଅନୁଷ୍ଠିତ ହୋଇଥିଲା। ଏହି କର୍ମଶାଳାର ଉଦ୍ଦେଶ୍ୟ ଥିଲା ମୁକ୍ତା ପ୍ରଫେସନାଲଙ୍କୁ କ୍ଷେତ୍ର ସ୍ତରରେ ଏହି…

କଥାରେ ନୁହେଁ କାମରେ ବିଶ୍ୱାସ କରନ୍ତି ମୁଖ୍ୟମନ୍ତ୍ରୀ

କୋରାପୁଟ,୨୩ା୧୨ : କଥାରେ ନୁହେଁ କାମରେ ବିଶ୍ୱାସ କରନ୍ତି ମୁଖ୍ୟମନ୍ତ୍ରୀ। ୭୭ ବର୍ଷରେ ବି ରାଜ୍ୟବାସୀଙ୍କ ସେବା ପାଇଁ ଦିନରାତି ପରିଶ୍ରମ କରୁଛନ୍ତି। ଜୟପୁରରେ କ୍ଲାନ୍ତିହୀନ ଜୀବନର କାହାଣୀ କହିଛନ୍ତି ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ। ଆଜି କୋରାପୁଟ ଜିଲ୍ଲା ଗସ୍ତରେ ଆସି ‘ଆମ ଓଡ଼ିଶା…

ଘରେ ଘରେ ପହଞ୍ଚିବ ନବୀନଙ୍କ ବାର୍ତ୍ତା

ଭୁବନେଶ୍ୱର,୨୩ା୧୨ : ଘରେ ଘରେ ପହଞ୍ଚିବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାର୍ତ୍ତା। ଓଡ଼ିଶାରେ ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ କମିଶନ ମୁଖ୍ୟ ସଚିବ ଓ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଚିଠି ଲେଖିବା ପରେ ରାଜ୍ୟ ରାଜନୀତି ସରଗରମ ହେବାରେ ଲାଗିଛି। ରାଜନୈତିକ ଦଳମାନଙ୍କ ମଧ୍ୟରେ…

ଆସିକାରେ ୫-ଟି ଅଧ୍ୟକ୍ଷ : ବିଭିନ୍ନ ପ୍ରକଳ୍ପର ଘୋଷଣା

ଆସିକା,୧୭ା୧୨ : ଆସିକାର ମାଆ ଖମ୍ବେଶ୍ୱରୀଙ୍କ ମନ୍ଦିର ଯାଇ ପୂଜାର୍ଚ୍ଚନା କରିଛନ୍ତି ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ। ମାଆଙ୍କୁ ଦର୍ଶନ କରିବା ସହ ମନ୍ଦିରର ରୂପାନ୍ତରଣ ନେଇ ଶ୍ରଦ୍ଧାଳୁ ଓ ପୂଜକଙ୍କ ସହ ଆଲୋଚନା କରିଛନ୍ତି। ଖମ୍ବେଶ୍ୱରୀ ମନ୍ଦିରର ରୂପାନ୍ତରଣ ପାଇଁ ମୁଖ୍ୟମନ୍ତ୍ରୀ ଏକ କୋଟି…