ଯାତ୍ରା ପାର୍ଟି ଟ୍ରକ୍ ଓଲଟି ଗଲା ୬ ଜୀବନ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୃତକଙ୍କ ଆତ୍ମୀୟଙ୍କୁ ୩ ଲକ୍ଷ ଲେଖାଏଁ…
ବାରିପଦା/ଭୁବନେଶ୍ୱର, ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଘାଟିରେ ଭାରସାମ୍ୟ ହରାଇ ଏକ ଯାତ୍ରା ପାର୍ଟି ଟ୍ରକ୍ ଓଲଟି ପଡିବାରୁ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ ଜଣ ଗୁରୁତର ହୋଇଛନ୍ତି। ଦୁର୍ଘଟଣାର ଶିକାର ହୋଇଥିବା ଗାଡ଼ିଟି ଧଉଳି ଗଣନାଟ୍ୟର। ଲାଇଟ୍ ଓ ବକ୍ସ ଆଦି ସରଞ୍ଜାମ ଭର୍ତ୍ତି…