ଆଜି ରଥ ଉପରେ ଅନୁଷ୍ଠିତ ହେବ ଅଧରପଣା ନୀତି
ପୁରୀ: ଶେଷ ହୋଇଛି ଶ୍ରୀଜିଉଙ୍କ ସୁନାବେଶ । ଶ୍ରୀଭୁଜ, ଶ୍ରୀପୟର, ହରିଡ଼ା ମାଳି, ବାହାଡ଼ା ମାଳି, ଘାଗଡ଼ା ମାଳି, ଶଙ୍ଖ, ଚକ୍ର, ଗଦା, ପଦ୍ମ, ହଳ ମୂଷଳ, ମୁକୁଟ, ସବୁକିଛି ସୁନା । ସୁବର୍ଣ୍ଣ ବିଭୂଷିତ ଦାରୁବ୍ରହ୍ମଙ୍କ ଆଭାରେ ଦାଉ ଦାଉ ଦିଶିଲେ ରଥତ୍ରୟ । ଗତକାଲି ବିଳମ୍ବିତ ରାତି ୧ଟା…