ଆଦିବାସୀ ମେଳା ୨୦୨୩ ଉଦ୍ଯାପିତ
ଭୁବନେଶ୍ୱର : ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଆନୁକୂଲ୍ୟରେ ଫେବୃଆରୀ ୨୦ ତାରିଖରୁ ସ୍ଥାନୀୟ ୟୁନିଟ୍-୧ସ୍ଥିତ ଆଦିବାସୀ ପ୍ରଦର୍ଶନୀ ପଡ଼ିଆଠାରେ ଆରମ୍ଭ ହୋଇଥିବା ରାଜ୍ୟସ୍ତରୀୟ ଆଦିବାସୀ ମେଳା ଦୀର୍ଘ ଦଶ ଦିନ ଧରି ଶୃଙ୍ଖଳିତ ଭାବରେ ଅନୁଷ୍ଠିତ ହୋଇଥିଲା । ଆଜି ଏହି ଭବ୍ୟ…