କାଲି ବଙ୍ଗୋପସାଗରରେ ସୃଷ୍ଟିହେବ ଘୂର୍ଣ୍ଣିବଳୟ; ୯ରେ ନେବ ବାତ୍ୟାର ରୂପ !
ଭୁବନେଶ୍ୱର : ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟିହେବ ଘୂର୍ଣ୍ଣିବଳୟ । ଏହା ୭ରେ ଲଘୁଚାପ ଓ ୮ରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ୯ତାରିଖ ବେଳକୁ ବାତ୍ୟା ରୂପ ନେଇପାରେ। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଏହାର ତୀବ୍ରତା, ଗତିପଥ ସଂପର୍କରେ ଜଣାପଡିବ। ତେବେ ବାତ୍ୟାର ଗତିପଥ…