Browsing Tag

#bbsr #bhubaneswarbirthday #platinum jubilee #SmartCity

ଭୁବନେଶ୍ବର ପାଳୁଛି ପ୍ଲାଟିନମ ଜୁବଲି, ପ୍ରତି ୱାର୍ଡରେ ହେବ ସେଲିବ୍ରେସନ

ଭୁବନେଶ୍ବର: ଆଜି ରାଜ୍ୟ ରାଜଧାନୀ ଭୁବନେଶ୍ବରର ୭୫ତମ ପ୍ରତିଷ୍ଠା ଦିବସ । ଭୁବନେଶ୍ବର ପାଳୁଛି ପ୍ଲାଟିନମ ଜୁବଲି । ୧୯୪୮ ମସିହା ଏପ୍ରିଲ ମାସ ୧୩ ତାରିଖରେ ଭୁବନେଶ୍ବରକୁ ମିଳିଥିଲା ରାଜଧାନୀର ସ୍ବୀକୃତି । ତତ୍କାଳୀନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁ ରାଜଧାନୀର ଶୁଭ ଦେଇଥିଲେ ।…