ଶିଖରଚଣ୍ଡୀ ସୌନ୍ଦର୍ଯ୍ୟକରଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ
ଭୁବନେଶ୍ୱର: ବଦଳିବ ରୂପରେଖ, ସୁନ୍ଦର ହେବ ଶିଖରଚଣ୍ଡୀ। ଭୁବନେଶ୍ବର ଉପକଣ୍ଠ ଶିଖରଚଣ୍ଡୀ ପାହାଡର ସୌନ୍ଦର୍ଯ୍ୟକରଣ କାମର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । କାର୍ଯ୍ୟକ୍ରମରେ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଅଶ୍ବିନୀ ପାତ୍ର, ବିଧାୟକ ସୁଶାନ୍ତ ରାଉତ, ମେୟର ସୁଲୋଚନା ଦାସ ପ୍ରମୁଖ ସାମିଲ…