ଗାଁ ଲୋକଙ୍କ ଜୀବନରେ ଆସିବ ପରିବର୍ତ୍ତନ
ରାୟଗଡ, ୨୫ା୧୧ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ରାୟଗଡା ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ରାୟଗଡା ଜିଲ୍ଲାବାସୀଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଯୋଜନାରେ ଜିଲ୍ଲାରେ ୫୨ଟି ବସ୍ •ଲିବ ଏବଂ ସବୁ ପଞ୍ଚାୟତକୁ ବସ୍ ଯିବ…