୩ଟି ଟ୍ରେନର ଶୁଭାରମ୍ଭ କଲେ ରାଷ୍ଟ୍ରପତ
ଭୁବନେଶ୍ୱର,୨୧ା୧୧ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି (ମଙ୍ଗଳବାର) ବାଦାମପାହାଡ଼ ରେଳ ଷ୍ଟେସନରୁ ତିନୋଟି ନୂଆ ଟ୍ରେନ ଚଳାଚଳକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଏହି ଟ୍ରେନଗୁଡ଼ିକ ହେଲା ବାଦାମପାହାଡ଼ଟାଟାନଗର ମେମୁ, ବାଦାମପାହାଡ଼ରାଉରକେଲା ସାପ୍ତାହିକ ଏକ୍ସପ୍ରେସ୍; ଏବଂ…