ଉଜ୍ଜ୍ୱଳ ହେଉଛି ବିକାଶର ଆଲୋକ : ନବୀନ
କୋରାପୁଟ,୧୪ା୧୨ : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା । ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି । ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ •ଲିବ ।…