ଶିମିଳିପାଳରେ ହେବ କଳାବାଘ ସଫାରୀ
ଭୁବନେଶ୍ୱର,ଶିମିଳିପାଳ ଅଭୟାରଣ୍ୟରେ ହେବ କଳାବାଘ ସଫାରୀ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମାଜିକ ଗଣମାଧ୍ୟମ "ଏକ୍ସ' ଜରିଆରେ ସୂଚନା ଦେଇଛନ୍ତି। ଖୁବ୍ଶୀଘ ପର୍ଯ୍ୟଟକମାନେ ସଫାରୀ ଭିତରେ ବିରଳ କଳାବାଘ ଦେଖିବାର ସୁଯୋଗ ପାଇବେ। ସୂଚନା ଅନୁଯାୟୀ, ରାଜ୍ୟ ସରକାରଙ୍କ ଏହି ପ୍ରକଳ୍ପ…