ଆଜି ସରିବ ମାନସ ହତ୍ୟା ମାମଲାର ରିମାଣ୍ଡ ଅବଧ୍ôୟ
ଡୁମାଣୀ ଟିଭି,୨/୪ : ମାନସ ସ୍ବାଇଁ ହତ୍ୟାକାଣ୍ଡ ମାମଲାରେ ଅଭିଯୁକ୍ତଙ୍କ ରିମାଣ୍ଡର ଆଜି ଶେଷ ଦିନ । ରିମାଣ୍ଡ ସମୟରେ ଶର୍ମିଷ୍ଠାଙ୍କ ସମେତ ୪ ଅଭିଯୁକ୍ତଙ୍କଠାରୁ ଅନେକ ତଥ୍ୟ ଖୁଲାସା କରିଛି କ୍ରାଇମବ୍ରାଞ୍ଚ । ହତ୍ୟାକାଣ୍ଡ ସ୍ଥାନ ଦୟାଲ ଆଶ୍ରମରୁ ଶବ ପୋତିବା ସ୍ଥାନ ରଣପୁରର ବଧିପାଟଣାକୁ…