ମମିତା ମେହେର ହତ୍ୟା ଘଟଣା ଏଡିଜେ କୋର୍ଟରେ ହାଜର ହେଲେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ
ଡୁମାଣୀ ଟିଭି ,୫/୪ : ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଘଟଣା । କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ହାଜର ହେଲେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଏବଂ ତାର ସହଯୋଗୀ ରାଧେଶ୍ୟାମ ଚଣ୍ଡୀ ।
ତେବେ କଡା ସୁରକ୍ଷା ବଳରେ ପୋଲିସ କଣ୍ଟାବାଞ୍ଜି ବିଚାର ବିଭାଗୀୟ ହାଜତରୁ ଆଣି କଣ୍ଟାବାଞ୍ଜି କୋର୍ଟକୁ…