କଟକ ମହାନଗର ନିଗମର ନୂତନ ମେୟର ଭାବେ ଶପଥ ନେଲେ ସୁବାସ ସିଂହ
ଡୁମାଣୀ ଟିଭି ,7/4 :ଶପଥ ନେଲେ ସୁବାସ ସିଂହ । କଟକ ମହାନଗର ନିଗମର ନୂତନ ମେୟର ଭାବେ ଶପଥ ନେଲେ ସୁବାସ ସିଂହ । କଟକ ମହାନଗର ନିଗମ (ସିଏମ୍ସି)ର ପଞ୍ଚମ ମେୟର ଭାବେ ଶପଥ ଗ୍ରହଣ କଲେ ସୁବାସ ସିଂହ ।
ସେହିପରି ତାଙ୍କ ସହ ନବନିର୍ବାଚିତ କର୍ପୋରେଟର ମଧ୍ୟ ଶପଥ ଗ୍ରହଣ କରିଛନ୍ତି । ଶପଥ ପାଠ…