Browsing Tag

#diwali

ଯବାନଙ୍କ ସହ ଦୀପାବଳି ପାଳିଲେ ମୋଦି

ଶିମଲା: ଚଳିତ ବର୍ଷ ଆନନ୍ଦ ଉଲ୍ଲାସରେ ସାରା ଦେଶବାସୀ ଆଲୋକର ପର୍ବ ଦୀପାବଳି ପାଳନ କରିଥିଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ହିମାଚଳ ପ୍ରଦେଶର ଲେପଚାରେ ଯବାନଙ୍କ ସହ ଦୀପାବଳି ପାଳନ କରିଥିଲେ ଏବଂ ଏହି ସମୟରେ ସେ ଯବାନଙ୍କୁ ଉତ୍ସାହିତ ଏବଂ ପ୍ରେରଣା ମଧ୍ୟ ଦେଇଥିଲେ…

ଧନତେରାସ ଓ ଦୀପାବଳି ପୂର୍ବରୁ ସୁନା ଓ ରୁପା ଦର ହ୍ରାସ!

ନୂଆଦିଲ୍ଲୀ: ଧନତେରାସକୁ ଆଉ ଦୁଇଦିନ ବାକି ଅଛି । କିଛିଦିନ ହେବ ଲଗାତର ଭାବେ ସୁନା ଦର ବୃଦ୍ଧି ପାଉଥିବା ବେଳେ ଆଜି ସୁନା ଦର ହ୍ରାସ ପାଇଛି । ଯଦି ଆଜି ସୁନା ଗହଣା କିଣିବା ପାଇଁ ଯୋଜନା କରୁଛନ୍ତି ତେବେ ଆପଣଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ ରହିଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର…

ରାତି ୧୦ରୁ ସକାଳ ୬ ଯାଏ ବାଣଫୁଟା ବନ୍ଦ

ଭୁବନେଶ୍ୱର, : ପରିବେଶ ପ୍ରଦୂଷଣ ଏବେ ମୁଖ୍ୟ ଚିନ୍ତାର ବିଷୟ ହୋଇଛି । କେବଳ ସହର ନୁହେଁ, ଗାଁ ଗଣ୍ଡା ମଧ୍ୟ ପ୍ରଦୂଷଣ ଜ୍ୱାଳାରେ ଛଟପଟ ହେଲାଣି । କେଉଁଠି ଜଳ ପ୍ରଦୂଷଣ ତ କେଉଁଠି ବାୟୁ ପ୍ରଦୂଷଣ ପରିବେଶକୁ ବିଷଜ୍ୱାଳାରେ ଭରି ଦେଲାଣି । ରାଜଧାନୀ ଦିଲ୍ଲୀ ପ୍ରଦୂଷଣରେ ଅଣନିଃଶ୍ୱାସୀ ହେଉଛି ।…