ଶ୍ରେଷ୍ଠ ରାଜ୍ୟ ଭାବେ ଓଡ଼ିଶାକୁ ଭୂମି-ସମ୍ମାନ ପୁରସ୍କାର
ଭୁବନେଶ୍ୱର : ଡିଜିଟାଲ୍ ଇଣ୍ଡିଆ ଲ୍ୟାଣ୍ଡ ରେକର୍ଡ ଆଧୁନିକୀକରଣ କାର୍ଯ୍ୟକ୍ରମ (ଡିଆଇଏଲ୍ଆର୍ଏମ୍ପି)ର ଲକ୍ଷ୍ୟଗୁଡ଼ିକୁ ପୂରଣ କରିବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶାକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତର ଶ୍ରେଷ୍ଠ ରାଜ୍ୟ ଭାବେ "ଭୂମି ସମ୍ମାନ’ ପୁରସ୍କାର ପ୍ରଦାନ…