Browsing Tag

#DUMANITV

ସିିଭିଲ ସର୍ଭିସ ପରୀକ୍ଷା ବୟସ ସୀମା ୩୮ବର୍ଷକୁ ବୃଦ୍ଧି

ଭୁବନେଶ୍ୱର,୩୦ା୧୨ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶନିବାର ଲୋକସଭା ଭବନରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୩ଟି ପ୍ରସ୍ତାବ ଉପରେ ମୋହର ବାଜିଛି। ବୈଠକ ପରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ସୂଚନା ଦେଇ କହିଛନ୍ତି ଯେ, ରାଜ୍ୟ ସରକାର ଆଜି ୧୦ଟି ବିଭାଗର…

ନୂଆବର୍ଷରେ ପୁରୀରେ ଭିଡ଼ ନିୟନ୍ତ୍ରଣ ପାଇଁ ୮୨ପ୍ଲାଟୁନ୍‌ ଫୋର୍ସ

ପୁରୀ,୩୦ା୧୨ : ଶେଷ ହେବାକୁ ଯାଉଛି ଏକବିଂଶ ଶତାଦ୍ଦୀର ୨୩ବର୍ଷ। ବିଦାୟ ନେବାକୁ ଯାଉଛି ୨୦୨୩ ପୁରୁଣା ବର୍ଷ। ଆସନ୍ତା ସୋମବାର ନୂତନ ବର୍ଷର ପ୍ରଥମ ସୂର୍ଯୋଦୟ ଦର୍ଶନ କରିବେ ବିଶ୍ୱବାସୀ। ପୁରୁଣା ବର୍ଷକୁ ବିଦାୟ ଏବଂ ନୂତନ ବର୍ଷକୁ ସ୍ୱାଗତ କରିବା ଲାଗି ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର।…

ଅଯୋଧ୍ୟାକୁ ୧୫ ହଜାର ୭ଶହ କୋଟିର ଭେଟି

ନୂଆଦିଲ୍ଲୀ,୩୦ା୧୨: ଅଯୋଧ୍ୟାରେ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ। ବିଶାଳ ରୋଡ ସୋ କରି ଅଯୋଧ୍ୟା ରେଳ ଷ୍ଟେସନରେ ପହଞ୍ଚିଛନ୍ତି ନରେନ୍ଦ୍ର ମୋଦି। ରୋଡ ସୋ' ବେଳେ ପ୍ରଧାନମନ୍ତ୍ରୀକୁ ଫୁଲରେ ସ୍ୱାଗତ କରାଯାଇଛି। ରାସ୍ତରେ ଦୁଇ ପଟେ ପ୍ରବଳ ଜନସମାଗମ ଦେଖିବାକୁ ମିଳିଛି। ଅଯୋଧ୍ୟା ରେଳ…

ବେରୋଜଗାରୀ ଓ ମହଙ୍ଗା ସ୍ଥିତିକୁ ନେଇ ମୋଦିଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ: ଦେଶରେ ବଢୁଥିବା ବେରୋଜଗାରୀ ଓ ମହଙ୍ଗା ସ୍ଥିତିକୁ ନେଇ ଗଣମାଧ୍ୟମରେ ପ୍ରତିକ୍ରିୟା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଜାତୀୟ ଗଣମାଧ୍ୟମ ଇଣ୍ଡିଆ ଟୁଡେକୁ ସାକ୍ଷାତ୍‌କାରେ ଦେଇ ମୋଦି କହିଛନ୍ତି ନାନା ବାଧାବିଘ୍ନ ଓ ବିଶ୍ୱସ୍ତରୀୟ ମାନ୍ଦାବସ୍ଥା ସତ୍ତେ୍ୱ ବି ଭାରତ…

ଉକ୍ରଳ ଆଲୁମିନାରେ ଓଡ଼ିଶା ମେଟାଲିଫେରସ୍‌ ଖଣି ନିରାପତ୍ତା ସପ୍ତାହ

ିକିରି/ରାୟଗଡା, : ଆଦିତ୍ୟ ବିର୍ଲା ଗ୍ରୁପ୍‌ର ହିଣ୍ଡାଲ୍‌କୋ ଲିମିଟେଡର ଏକ ସହଯୋଗୀ କମ୍ପାନୀ ଉକ୍ରଳ ଆଲୁମିନା ଇଣ୍ଟରନ୍ୟାସନାଲ ଲିମିଟେଡର ବାଫିଲମାଳି ବକ୍ସାଇଟ ଖଣିଠାରେ ୪୧ତମ ଓଡ଼ିଶା ମେଟାଲିଫେରସ୍‌ ଖଣି ନିରାପତ୍ତା ସପ୍ତାହ ଇତିମଧ୍ୟରେ ଭୁବନେଶ୍ୱରସ୍ଥିତ ଖଣି ନିରାପତ୍ତା…

ଟାଟା ପାୱାର ପକ୍ଷରୁ ନୂତନ ପ୍ରକଳ୍ପର ଶିଳାନ୍ୟାସ

ଭୁବନେଶ୍ୱର, : ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌) ର ନୂତନ ପ୍ରକଳ୍ପ କଟକ ୪୨ମୌଜାସ୍ଥିତ ବରାଳ ଠାରେ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ ହୋଇଯାଇଛି। ବିଶେଷ କରି କଟକ ୪୨ ମୌଜାସ୍ଥିତ ବରାଳଠାରେ ଏକ ନୂତନ…

ମୁଣ୍ଡପିଛା ବିଜୁଳି ଉପଯୋଗରେ ଓଡ଼ିଶା ତୃତୀୟ

ଭୁବନେଶ୍ୱର, : ବିଦ୍ୟୁତ ଉପଯୋଗ କରିବାରେ ଓଡ଼ିଶା ବହୁ ରାଜ୍ୟ ତୁଳନାରେ ଉନ୍ନତ ସ୍ଥିତିରେ ରହିଛି। ୨୦୨୧-୨୨ ଆର୍ଥିକ ବର୍ଷରେ ରାଜ୍ୟର ମୁଣ୍ଡପିଛା ବିଦ୍ୟୁତ ଉପଯୋଗ ୨.୨୬ ମେଗାୱାଟ୍‌ ରହିଛି। କେନ୍ଦ୍ରୀୟ ବିଦ୍ୟୁତ କର୍ତ୍ତୃପକ୍ଷ (ସିଇଏ) ତଥ୍ୟ ଅନୁସାରେ ସର୍ବଭାରତୀୟ ସ୍ତରରେ ମୁଣ୍ଡପିଛା…

ମ୍ୟୁଜିୟମ ଓଡ଼ିଆ ଅସ୍ମିତାର ପରିଚୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୯ା୧୨  : ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ଏହାର ୯୦ ବର୍ଷ ପୂର୍ତ୍ତି ଉତ୍ସବ ମହାସମାରୋହରେ ପାଳନ କରିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ନିଜର ଶୁଭେଚ୍ଛା ବାର୍ତ୍ତା ପ୍ରଦାନ କରିଛନ୍ତି। ମ୍ୟୁଜିୟମ୍‌ କେବଳ ଆମ ଗୌରବମୟ ଇତିହାସର ମୂକସାକ୍ଷୀ ନୁହେଁ,…

ସୁସ୍ଥ ସମାଜ ହିଁ ସମୃଦ୍ଧ ଭବିଷ୍ୟତର ଭିତ୍ତି: ନବୀନ

ଭୁବନେଶ୍ୱର, ୨୯ା୧୨  : ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଆଉ ଏକ ପର୍ଯ୍ୟାୟ ଆରମ୍ଭ ପାଇଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଏସକେୱାଇ-ନବୀନ କାର୍ଡର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ବିଏସକେୱାଇର ତୃତୀୟ ପର୍ଯ୍ୟାୟରେ ଯୋଜନାରୁ ବଞ୍ଚିତ ହୋଇଥିବା ଗ୍ରାମାଞ୍ଚଳର…

ସ୍ନିଗ୍ଧା ମାଲବୀୟ ପିନ୍ଧିଲେ କିଟ୍‌ ନହ୍ନିପରୀ ମୁକୁଟ

ଭୁବନେଶ୍ୱର, ୨୮।୧୨ : ଉତ୍ତରପ୍ରଦେଶର ସ୍ନିଗ୍‌ଧା ମାଲବୀୟ କିଟ୍‌ ନହ୍ନିପରୀ ଲିଟିଲ୍‌ ମିସ୍‌ ଇଣ୍ଡିଆ ୨୦୨୩ ଟାଇଟଲ୍‌ ହାସଲ୍‌ କରିଛନ୍ତି। କିଟ୍‌ ଫିଲ୍ମ ଆଣ୍ଡ ଫେସନ ସ୍କୁଲ୍‌ ପକ୍ଷରୁ ଆୟୋଜିତ ‘କିଟ୍‌ ନହ୍ନିପରୀ ଲିଟିଲ୍‌ ମିସ୍‌ ଇଣ୍ଡିଆ’ ୨୦୨୩ର ଫାଇନାଲ୍‌ ତଥା ମେଗା ରାଉଣ୍ଡ ବୁଧବାର ଶେଷ…