କରୋନା ଚିନ୍ତା
ପୁଣି ଚିନ୍ତା ବଢ଼ାଇଲାଣି କରୋନା। ଦିନକୁ ଦିନ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା। ଏହାରି ଭିତରେ କରୋନାର ନୂଆ ଭାରିଏଣ୍ଟ ସଂଖ୍ୟା ମଧ୍ୟ ଦ୍ରୁତ ଗତିରେ ବଢ଼ି ଚାଲିଛି। କେରଳ ପରେ ଏବେ ମହାରାଷ୍ଟ୍ରରେ ପଶିଛି କୋଭିଡ-୧୯ର ସବ୍-ଭାରିଏଣ୍ଟ ଜେଏନ୍.୧। ୯ ଜଣ ଏହି ସବ୍ ଭାରିଏଣ୍ଟରରେ…