ବଢ଼ୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର
ସମ୍ବଲପୁର: ବଢ଼ୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଜଳସ୍ତର ବଢିବାରେ ଲାଗିଛି । ଏବେ ଜଳଭଣ୍ଡାରର ଜଳସ୍ତର ୬୧୫.୨୧ ଫୁଟ ରହିଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୩ ଲକ୍ଷ ୩୩ ହଜାର ଘନଫୁଟ ବନ୍ୟାଜଳ ପ୍ରବେଶ କରୁଥିବାବେଳେ ଦୁଇଟି ଗେଟରେ ୬୬ ହଜାର…