ପାତ୍ର ପଡାରେ ଘୁମୁସର ବିକାଶ ପରିଷଦ ଓ ଘୁମୁସର ଉନ୍ନୟନ ମଞ୍ଚ ପକ୍ଷରୁ ଆଲୋଚନାଚକ୍ର
ଭୁବନେଶ୍ୱର, ପାତ୍ରଡାସ୍ଥିତ ଏଏ କନ୍ଭେନସନଠାରେ ଘୁମୁସର ବିକାଶ ପରିଷଦ ଓ ଘୁମୁସର ଉନ୍ନୟନ ମଞ୍ଚ ମିଳିତ ଆନୁକୂଲ୍ୟରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ବରିଷ୍ଠ ଆଇନଜିବୀ ସୋମନାଥ ନାୟକ ସଭାପତିତ୍ୱ କରିଥିବା ବେଳେ ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ ଏଥିରେ ଅଂଶଗ୍ରହଣ କରିଥିଲେ…