ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ ଗୋବିନ୍ଦ ଚନ୍ଦ୍ର ସାହୁ
ଡୁମାଣୀ ଟିଭି ,୩୦/୩ : ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ । ନୟାଗଡ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଗୋବିନ୍ଦ ଚନ୍ଦ୍ର ସାହୁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍ ଚାଲିଛି । ଏକାସାଙ୍ଗେ ୬ଟି ସ୍ଥାନରେ ଚଢାଉ ଜାରି ରହିଛି ।
ସୂଚନା ଅନୁଯାୟୀ, ଆୟ ବହିର୍ଭୂତ…