ଜାପାନ ପ୍ରଧାନମନ୍ତ୍ରୀଙ୍କୁ ଖାସ୍ ଉପହାର ଦେଲେ ମୋଦୀ
ନୂଆଦିଲ୍ଲୀ : ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା ଦିଲ୍ଲୀର ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି । ଉଭୟ ନେତାଙ୍କ ମଧ୍ୟରେ ଦ୍ୱିପାକ୍ଷିକ ପ୍ରସଙ୍ଗକୁ ନେଇ ଆଲୋଚନା ହୋଇଛି । ତେବେ ଏହି ସମୟରେ ପିଏମ ମୋଦୀ କିଶିଦାଙ୍କୁ କଦମଉଡ୍ ଜାଲି ବକ୍ସରେ…