ଭାରତୀୟ ସୌର ପ୍ରକଳ୍ପ ଆମେରିକା ପାଇଁ ପାଲଟିଲା ଉଦାହରଣ…
ଓ୍ବାଶିଂଟନ : ଭାରତୀୟ ସୌର ଶକ୍ତି ଶିଳ୍ପ ଆମେରିକା ପାଇଁ ଏକ ଉଦାହରଣ ପାଲଟିଛି। ଭାରତର ସଫଳତାକୁ ଦର୍ଶାଇ ଆମେରିକାର ବରିଷ୍ଠ ସାଂସଦମାନେ ବିଶ୍ୱ ବ୍ୟାଙ୍କ ସଭାପତି ଅଜୟ ବଙ୍ଗାଙ୍କୁ ଜଳବାୟୁ ପ୍ରକଳ୍ପରେ ପୁଞ୍ଜି ବିନିଯୋଗ ବୃଦ୍ଧି କରିବାକୁ ଅନୁରୋଧ କରିଛନ୍ତି। ଆମେ ଦେଖି ଖୁସି ଆପଣ…