ଆର ଅଶ୍ୱିନ୍ ନମ୍ବର ୱାନ୍ ବୋଲର
ନୂଆଦିଲ୍ଲୀ : ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ(ଆଇସିସି) ଦ୍ୱାରା ବୁଧବାର ସଦ୍ୟତମ ଟେଷ୍ଟ ରାଙ୍କିଙ୍ଗ ଜାରି କରାଯାଇଛି । ବୋଲିଂ ମାନ୍ୟତାରେ ପୁଣି ଥରେ ଶୀର୍ଷ ସ୍ଥାନରେ ପହଞ୍ଚିଛନ୍ତି ଭାରତୀୟ ତାରକା ବୋଲର ରବିଚନ୍ଦ୍ରନ ଅଶ୍ୱିନ । ସେ ଇଂଲଣ୍ଡର ଦ୍ରୁତ ବୋଲର ଜେମ୍ସ ଆଣ୍ଡରସନଙ୍କୁ ପଛରେ ପକାଇ…