ଅକ୍ଟୋବର ୫ରୁ ଦିନିକିଆ ବିଶ୍ୱକପ୍ କ୍ରିକେଟ୍
ନୂଆଦିଲ୍ଲୀ : ଚଳିତ ବର୍ଷ ଭାରତରେ ଆୟୋଜିତ ହେବାକୁ ଯାଉଥିବା ଦିନିକିଆ (୫୦ ଓଭର ବିଶିଷ୍ଟ) ବିଶ୍ୱକପ୍ ଅକ୍ଟୋବର ୫ ତାରିଖରୁ ଆରମ୍ଭ ହେବ । ଏନେଇ ଚୂଡ଼ାନ୍ତ ନିଷ୍ପଞ୍ଚି ନିଆଯାଇନଥିଲେ ମଧ୍ୟ ଭାରତୀୟ କ୍ରିକେଟ୍ ବୋର୍ଡ (ବିସିସିଅ ।ଇ) ୧୨ ଭେନ୍ୟୁର କାଣ୍ଟଛାଣ୍ଟ ତାଲିକା ପ୍ରକାଶ କରିଛି ।…