ଆଇପିଏଲ୍ 2022 ମୁହାଁମୁହିଁ ହେବେ ସନରାଇଜର୍ସ ହାଇଦ୍ରାବାଦ ଓ ରାଜସ୍ଥାନ ରୟାଲ୍ସ
ଡୁମାଣୀ ଟିଭି ,୨୯/୩ : ଚଳିତ ଆଇପିଏଲ୍ର ପଞ୍ଚମ ଲିଗ୍ ମ୍ୟାଚ୍ରେ ମୁହାଁମୁହିଁ ହେବେ ସନରାଇଜର୍ସ ହାଇଦ୍ରାବାଦ ଓ ରାଜସ୍ଥାନ ରୟାଲ୍ସ । ଉଭୟ ଦଳ ଇତି ମଧ୍ୟରେ ପ୍ରସ୍ତୁତି ପର୍ବ ଶେଷ କରିଛନ୍ତି । ମେଗା ନିଲାମ ପରେ ଉଭୟ ଦଳରେ ଅନେକ ଖେଳାଳି ପରିବର୍ତ୍ତନ ହୋଇଛି । ଫଳରେ ମଙ୍ଗଳବାର ମ୍ୟାଚ୍କୁ…