Browsing Tag

#jayjagannatha #jagannathdham #puri Sri jagannath Express rolled Puri #Naveenodisha #dumanikhabar #odisha

ପୁରୀକୁ ଗଡ଼ିଲା ଶ୍ରୀଜଗନ୍ନାଥ ଏକ୍ସପ୍ରେସ

ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ ସେବାର ଶୁଭାରମ୍ଭ କରିଛନ୍ତି। ଏହି ବସଗୁଡିକ ଜିଲ୍ଲା ସଦର ମହକୁମାରୁ ଭୁବନେଶ୍ୱର ଦେଇ ଶ୍ରୀକ୍ଷେତ୍ର ପୁରୀକୁ ଚାଲିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମା'ମାନଙ୍କ ପାଇଁ ଶ୍ରୀଜଗନ୍ନାଥ…