Browsing Tag

latestnews

୮୫ହଜାର କୋଟିର ନିବେଶକୁ ଅନୁମୋଦନ

ଭୁବନେଶ୍ୱର,୨୪ା୧୧ : ରାଜ୍ୟରେ ୧୨ଟି ଶିଳ୍ପ ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ହାଇ ଲେବୁଲ୍‌ କ୍ଲିୟରାନ୍ସ ଅଥରିଟି ଅନୁମୋଦନ ପ୍ରଦାନ କରିଛି । ଏହି ୧୨୧ଟି ପ୍ରକଳ୍ପଗୁଡ଼ିକ ପ୍ରତିଷ୍ଠା ହେବା ପାଇଁ ୮୪,୯୧୮.୭୫ କୋଟିର ପୁଞ୍ଜି ବିନିଯୋଗ ହେବ । ଏଥିସହିତ ବିଭିନ୍ନ କ୍ଷେତ୍ରରେ ୪୨,୨୮୧ ଲୋକଙ୍କ ପାଇଁ…

ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର,୨୪ା୧୧ : ନଭେମ୍ବର ୨୧ ତାରିଖଠାରୁ ଆରମ୍ଭ ହୋଇଥିବା ଷୋଡ଼ଶ ବିଧାନସଭାର ଚତୁର୍ଦ୍ଦଶ ଅଧିବେଶନ ଅର୍ଥାତ୍‌ ଶୀତ ଅଧିବେଶନ ଶେଷ ହୋଇଛି । ନିର୍ଦ୍ଧାରିତ ସମୟ ପୂର୍ବରୁ ଚଳିତ ବିଧାନସଭାର ଶୀତକାଳୀନ ଅଧିବେଶନକୁ ଶେଷ କରାଯାଇଛି । ନଭେମ୍ବର ୨୧ ଆରମ୍ଭ ହୋଇ ଡିସେମ୍ବର ୩୦ ଯାଏଁ ବିଧାନସଭା…

ଅଙ୍ଗ ନଦୀଗର୍ଭ ଜଳାଶୟ ପାଇଁ ୧୦୪ କୋଟି ମଞ୍ଜୁର

ଭୁବନେଶ୍ୱର,୨୪ା୧୧ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ ଜିଲ୍ଲା ପାଇଁ ଗୋଟିଏ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୧୦୪ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ପ୍ରକଳ୍ପଟି ହେଉଛି-ଅଙ୍ଗ ନଦୀରେ ମାଣ୍ଡିଆଢିପ ନଦୀଗର୍ଭ ଜଳାଶୟ ପ୍ରକଳ୍ପ ।…

ମାର୍ଲୋନ ସାମ୍ୟୁଏଲ୍ସଙ୍କୁ ୬ ବର୍ଷ ବାସନ୍ଦ କଲା ଆଇସିସ

ନୂଆଦିଲ୍ଲୀ, ୨୩ା୧୧: ୱେଷ୍ଟଇଣ୍ଡିଜ ଟିମର ପୂର୍ବତନ ବ୍ୟାଟର ମାର୍ଲୋନ ସାମ୍ୟୁଏଲ୍ସ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଆଇସିସି । ସେ ଏମିରେଟ୍ସ କ୍ରିକେଟ ବୋର୍ଡ (ଇସିବି) ଦୁର୍ନୀତି ନିରୋଧ କୋଡର ଉଲ୍ଲଙ୍ଘନ କରିଥିଲେ । ଏହା ପ୍ରମାଣ ହେବା ପରେ ଆଇସିସି ତାଙ୍କ ଉପରେ ୬ ବର୍ଷର…

ବାଲିଯାତ୍ରାକୁ ମିଳିଲାନି ଜାତୀୟ ମାନ୍ୟତା

କଟକ, : ବାଲିଯାତ୍ରାକୁ ଜାତୀୟ ମାନ୍ୟତା ପାଇଁ ମନା କଲା କେନ୍ଦ୍ର ସଂସ୍କୃତି ବିଭାଗ । ଚିଠି ମାଧ୍ୟମରେ କଟକ ମେୟରଙ୍କୁ ଉତ୍ତର ରଖିଛି ବିଭାଗ । ପୂର୍ବରୁ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ଥିଲେ ଏହି ପ୍ରସଙ୍ଗରେ । ଏମିତିକି ନିକଟରେ ମେୟର ସୁବାସ ସିଂହ କେନ୍ଦ୍ରମନ୍ତ୍ରୀଙ୍କ ପାଖକୁ ଯାଇ ପୁଣି…

୨୫ରୁ କିଟ୍‌ ଇଣ୍ଟରନ୍ୟାସନାଲ୍‌ ସ୍କୁଲ ଜାତୀୟ ଶିଶୁ ସାହିତ୍ୟ ମହୋତ୍ସବ

ଭୁବନେଶ୍ୱର, : କିଟ୍‌ ଇଣ୍ଟରନ୍ୟାସନାଲ୍‌ ସ୍କୁଲ୍‌ ୯ମ ଜାତୀୟ ଶିଶୁ ସାହିତ୍ୟ ମହୋତ୍ସବ ଆସନ୍ତା ନଭେମ୍ବର ୨୫ ଏବଂ ୨୬ ଦୁଇଦିନ ଧରି ଅନୁଷ୍ଠିତ ହେବ । ସ୍କୁଲ ପିଲାମାନଙ୍କ ପାଇଁ ଏଭଳି ଜାତୀୟ ସ୍ତରୀୟ ଶିଶୁ ସାହିତ୍ୟ ମହୋତ୍ସବ ଆୟୋଜନ କରିବାରେ କିଟ୍‌ ଇଣ୍ଟରନ୍ୟାସନାଲ୍‌ ସ୍କୁଲ୍‌ ହେଉଛି ଭାରତର…

ଜାମ୍ମୁ-କାଶ୍ମୀରରେ ଆଉ ଜଣେ ଯବାନ ଶହୀଦ

ଶ୍ରୀନଗର: ଜମ୍ମୁ-କାଶ୍ମୀରର ରଜୌରୀ ଜିଲ୍ଲାରେ ବୁଧବାର ଠାରୁ ଆରମ୍ଭ ହୋଇଥିବା ଏନ୍‌କାଉଣ୍ଟରରେ ଗୁରୁବାର ପୁଣି ଜଣେ ଯବାନ ଶହୀଦ ହୋଇଛନ୍ତି । ଗତକାଲି ୪ ଜଣ ଶହୀଦ ହୋଇଥିଲେ । ଆଜି ଆଉ ଜଣେ ସହିଦ ହେବା ପରେ ଏପର୍ଯ୍ୟନ୍ତ ୫ ସୁରକ୍ଷାକର୍ମୀ ସହିଦ ହେଲେଣି । ଗତକାଲି କ୍ୟାପ୍ଟେନ ସ୍ତରର ଦୁଇ…

ଡେଙ୍ଗୁର ୬୦ପ୍ରତିଶତ ରୋଗୀଙ୍କ ଠାରେ ଡେନ-୨ର ଲକ୍ଷଣ: ପିଜିଆଇର ସଭେ

ନୂଆଦିଲ୍ଲୀ: ପୂର୍ବ ବର୍ଷ ଅପେକ୍ଷା ଡେଙ୍ଗୁ ବେଶୀ ଡରେଇବାରେ ଲାଗିଛି । ଡେଙ୍ଗୁର ପ୍ରାୟ ୬୦ପ୍ରତିଶତ ରୋଗୀଙ୍କ ମଧ୍ୟରେ ଡେନ-୨ର ଷ୍ଟ୍ରେନ ଦେଖିବାକୁ ମିଳିଛି । ବାକି ୪୦ପ୍ରତିଶତରେ ଡେନ ୧ ଓ ଡେନ-୩ ଷ୍ଟ୍ରେନ ମିଳିଛି । ଡେନ-୧ ଓ ୩ ଅପେକ୍ଷା ଡେନ ୨ ଅଧିକ ବିପଜ୍ଜନକ ବୋଲି କୁହାଯାଉଛି ।…

ଚୀନ୍‌ରେ ପୁଣି ବ୍ୟାପିଲା ଅଜଣା ରୋଗ

ବେଜିଂ: ଚାଇନାରେ ପୁଣି ଏକ ଅଜଣା ରୋଗ ବ୍ୟାପିଛି । ସ୍ୱାଇନ ଫ୍ଲୁ ଭଳି ରୋଗ ଅଧିକାଂଶ ପିଲାଙ୍କ ମଧ୍ୟରେ ବ୍ୟାପୁଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ଡବ୍ଲୁଏଚ୍‌ଓ) ଏହି ରହସ୍ୟମୟ ରୋଗ ବିଷୟରେ ଅଧିକ ସୂଚନା ପାଇଁ ବେଜିଂକୁ କହିଛି । ଖବର ଅନୁଯାୟୀ, ଚାଇନାର ଡାକ୍ତରଖାନାଗୁଡ଼ିକରେ ଏହି ଅଜଣା ରୋଗରେ…

ଡିପ୍‌ଫେକ୍‌ ରୋକିବାକୁ ଅଣ୍ଟା ଭିଡ଼ିଲା କେନ୍ଦ୍ର

ନୂଆଦିଲ୍ଲୀ,୨୩ା୧୧: ଅଭିନେତା ହୁଅନ୍ତୁ କି ନେତା, ସେଲିବ୍ରିଟି ହୁଅନ୍ତୁ ଅବା ସାଧାରଣ ଜନତା ଏବେ ସମସ୍ତଙ୍କୁ ଘାରିଛି ଡିପ୍‌ଫେକ୍‌ର ଡର । ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ବା ଏଆଇ ପ୍ରଯୁକ୍ତି ବ୍ୟବହାର କରି ନକଲି ଭିଡ଼ିଓ ପ୍ରସ୍ତୁତ କରାଯିବାକୁ ନେଇ ବଢ଼ିଛି ସମସ୍ତଙ୍କ ଚିନ୍ତା ଏଭଳି ଅନୈତିକ…