୨୨ରେ ଖୋଲିବ ଟିଟିଏଲ୍ର ଆଇପିଓ
ଭୁବନେଶ୍ୱର, : ଦେଶର ପ୍ରମୁଖ ଘରୋଇ କମ୍ପାନୀ ତଥା ଟାଟା ଗ୍ରୁପର ସହଯୋଗୀ ସଂସ୍ଥା ଟାଟା ଟେକ୍ନୋଲୋଜି ଲିମିଟେଡ୍ (ଟିଟିଏଲ୍)ର ଇନିସିଆଲ ପବ୍ଲିକ୍ ଅଫର (ଆଇପିଓ) ଚଳିତ ବର୍ଷ ନଭେମ୍ବର ୨୨ରେ ଖୋଲିବ ବୋଲି କମ୍ପାନୀ ପକ୍ଷରୁ ବିସ୍ତୃତ ସୂଚନା ପ୍ରଦାନ କରାଯାଇଛି । ବିଶେଷ କରି କମ୍ପାନୀର…