Browsing Tag

latestnews

ସେମି ଫାଇନାଲକୁ କେମିତି ଯିବ ପାକିସ୍ତାନ?

ନୂଆଦିଲ୍ଲୀ, ୧୦ା୧୧: ଶ୍ରୀଲଙ୍କା ବିପକ୍ଷରେ ନ୍ୟୁଜିଲ୍ୟାଣ୍ଡର ବଡ଼ ବିଜୟ ଆଫଗାନିସ୍ତାନ ଓ ପାକିସ୍ତାନର ସେମି ଫାଇନାଲ ପ୍ରବେଶ ସ୍ୱପ୍ନକୁ ଏକପ୍ରକାରର ଧୂଳିସାତ କରି ଦେଇଛି । କେବଳ କୌଣସି ଚମକ୍ରାରିତା ହିଁ ଏହି ଦୁଇ ଦଳର ସେମି ଫାଇନାଲ ଖେଳିବା ସ୍ୱପ୍ନକୁ ସାକାର କରିପାରିବ । ଶ୍ରୀଲଙ୍କା…

ଗଛ କଟା ଅଭିଯୋଗରେ ୬ ଗିରଫ

ରାଇଘର, : ନୀଳଗିରି ଜଙ୍ଗଲରୁ ୪୦ ବର୍ଷ ପୁରୁଣା ଗଛ କାଟାକୁ ନେଇ ଅଡୁଆରେ ବନ ସଂରକ୍ଷଣ ସମିତି ଓ ବନ ବିଭାଗ । ବନ ବିଭାଗ ପକ୍ଷରୁ ୬ ସଦସ୍ୟ ଗିରଫ୍‌ । ପୁର୍ବତନ ବିଧାୟକ ଏବଂ ବ୍ଲକ୍‌ ଅଧ୍ୟକ୍ଷାଙ୍କ ବିରୁଦ୍ଧରେ ସଂଗିନ୍‌ ଅଭିଯୋଗ । ଲକ୍ଷାଧିକ ଟଙ୍କା ନେଇ ସହଯୋଗ କରିଥିବା ଅଭିଯୋଗ କଲା ବନ…

ଓଡ଼ିଶା ପାଇଁ ବଡ଼ କ୍ଷତି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭ା୧୧: ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ବାର୍ତ୍ତାରେ ସେ କହିଛନ୍ତି ଯେ ମହେଶ୍ୱର ମହାନ୍ତି ଜଣେ ଲୋକ ପ୍ରିୟ ଜନ ନେତା ଭାବରେ ସୁନାମ ଅର୍ଜନ କରିଥିଲେ । ଜଣେ ଦକ୍ଷ ସଂଗଠକ ଭାବରେ ତଙ୍କର…

ଆରପାରିରେ ମହେଶ୍ୱର

ଭୁବନେଶ୍ୱର,: ଅଲବିଦା ମହେଶ୍ୱର ମହାନ୍ତି । ପଞ୍ଜଭୂତରେ ଲୀନ ହେଲା ତାଙ୍କର ପାର୍ଥିବ ଶରୀର । ଅନ୍ତିମ ବିଦାୟ ନେଲେ ପୂର୍ବତନ ବାଚସ୍ପତି, ମନ୍ତ୍ରୀ ତଥା ବିଜେଡ଼ିର ବରିଷ୍ଠ ନେତା । ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ସଂପନ୍ନ ହୋଇଛି । ଜନ୍ମମାଟି ତଥା କର୍ମଭୂମି ପୁରୀରେ ପାର୍ଥିବ ଶରୀର…

ଆଗକୁ ଗଡୁଛି ଗାଁ ବିକାଶ ରଥ

ଭୁବନେଶ୍ୱର,: ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ୱକାଂକ୍ଷୀ ଯୋଜନା "ଆମ ଓଡିଶା ନବୀନ ଓଡିଶା' ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ । ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ୱରରୁ…

ମାଗଣା ରାସନ ଯୋଜନା ଆଉ ୫ ବର୍ଷ ବଢ଼ିବ

ନୂଆଦିଲ୍ଲୀ,: ଦେଶର କୋଟି କୋଟି ଗରିବ ଲୋକଙ୍କୁ ଦୀପାବଳି ଉପହାର ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେ କେନ୍ଦ୍ର ସରକାରଙ୍କ ମାଗଣା ରାସନ ଯୋଜନା ଅଧୀନ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାକୁ ୫ ବର୍ଷ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି । ଏହି ଯୋଜନା ଅଧୀନରେ ଦେଶରm ୮୦…

ମହିଳା ସାମ୍ବାଦିକାଙ୍କୁ ଦୁର୍ବ୍ୟବହାର ଓ ମାଡ଼ ମାରିବା ଘଟଣାକୁ ନିନ୍ଦା

ବ୍ରହ୍ମପୁର, : ରାଜଧାନୀ ଭୁବନେଶ୍ୱରରେ ମହିଳା ସାମ୍ବାଦିକାଙ୍କୁ ଓଡ଼ିଆ ସିନେ ପ୍ରଯୋଜକ ସଞ୍ଜୟ ନାୟକ ଓରଫ ଟୁଟୁଙ୍କ ଦୁର୍ବ୍ୟବହାର ଓ ମାଡ଼ ମାରିବା ଘଟଣାରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କରି ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନରଙ୍କ କାର୍ଯ୍ୟାଳୟ ସମୁଖରେ କାର୍ଯ୍ୟରତ ଗଣମାଧ୍ୟମ ପ୍ରତିନିଧିଙ୍କ…

୧୪ ଦିନିଆ ହାଜତକୁ ଗଲେ ଟୁଟୁ ନାୟକ

ଭୁବନେଶ୍ୱର, : ଏକ ଓଡ଼ିଆ ଖବର ଚ୍ୟାନେଲର ଜଣେ କାର୍ଯ୍ୟରତ ସାମ୍ବାଦିକା ଦେବସ୍ମିତାଙ୍କୁ ଶୁକ୍ରବାର ମାଡ଼ମାରିବା ମାମଲାରେ ଶନିବାର ଦିନ ଫିଲ୍ମ ପ୍ରଯୋଜକ ସଂଜୟ ନାୟକ (ଟୁଟୁ)ଙ୍କୁ ଜେଲ ଯିବାକୁ ପଡ଼ିଛି । ଭୁବନେଶ୍ୱର ଏସଜିଏମ୍‌ କୋର୍ଟରେ ଜାମିନ ନାମଞ୍ଜୁର ହେବା ପରେ ଟୁଟୁ ନାୟକ ୧୪ ଦିନିଆ…

ଭୟଙ୍କର ଭୂକମ୍ପରେ ଥରିଲା ନେପାଳ

କାଠମାଣ୍ଡୁ : ନେପାଳରେ ଭୟଙ୍କର ଭୂମିକମ୍ପ । ଗତକାଲି ବିଳମ୍ବିତ ରାତ୍ରୀରେ ଆସିଥିବା ବଡ଼ ଧରଣର ଭୂକମ୍ପ ଝଟକାରେ ୧୫୦ରୁ ଅଧିକ ଲୋକଙ୍କ ଜୀବନ ଯାଇଥିବା ବେଳେ ୧୬୦ରୁ ଅଧିକ ଗୁରୁତର ରହିଛନ୍ତି । ୬.୪ ତୀବ୍ରତା ସମ୍ପନ୍ନ ଭୂମିକମ୍ପ ଯୋଗୁଁ ବହୁ ଅଟ୍ଟାଳିକା ଓ ଘର ଭାଙ୍ଗି ଯାଇଥିବା ବେଳେ ବହୁ ଲୋକ…

ଡିସେମ୍ବର ୧୫ ସୁଦ୍ଧା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ନବୀନ ଓଡ଼ିଶା ଓ ୫-ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ୍‌ ଆଜି ବଡ଼ିଭୋରରୁ ପୁରୀ ଯାଇ ସାଢେ଼ ୪ଟାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ । ପରିକ୍ରମା ପ୍ରକଳ୍ପ କାମ ତ୍ୱରାନ୍ୱିତ କରି ୨୦୨୩ ଡିସେମ୍ବର ୧୫ ତାରିଖ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ…