Browsing Tag

latestnews

ଭିଭୋ ଅଧିକାରୀଙ୍କୁ ଇଡି ଗିରଫ ପରେ ନାଲିଆଖି ଦେଖାଇଲା ଚୀନ୍‌

ନୂଆଦିଲ୍ଲୀ: ସ୍ମାର୍ଟଫୋନ୍‌ ନିର୍ମାତା ଭିଭୋର କିଛି ଅଧିକାରୀଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ମନି ଲଣ୍ଡରିଂ ମାମଲାରେ ଗିରଫ କରାଯିବା ପରେ ଚୀନ୍‌ ତାହାକୁ ନେଇ ଆପତ୍ତି ଉଠାଇଛି। ଆମ କଂପାନି ସହ ଭେଦଭାବ କରନାହିଁ ବୋଲି ଚୀନ୍‌ର ବୈଦେଶିକ ମନ୍ତ୍ରଣାଳୟ ପ୍ରବକ୍‌ତା ମାଓ…

ସେବା ଓ ସଶକ୍ତ ଓଡ଼ିଶା ଗଠନ ପାଇଁ ସଂକଳ୍ପ

ଭୁବନେଶ୍ୱର,୨୬ା୧୨ : ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ଆଦର୍ଶକୁ ପାଥେୟ କରି ଲୋକଙ୍କ ହିତରେ କାର୍ଯ୍ୟ କରିବା ପାଇଁ ୧୯୯୭ ମସିହା ଡିସେମ୍ବର ୨୬ ତାରିଖରେ ପ୍ରତିଷ୍ଠା ହୋଇଥିଲା ବିଜୁ ଜନତା ଦଳ। ୨୬ ବର୍ଷ ଧରି ସେହି ଦଳ ନିରବଚ୍ଛିନ୍ନ ଭାବେ ଓଡ଼ିଶାବାସୀଙ୍କ ସେବା କରି ଆସୁଛି ଏବଂ ଓଡ଼ିଶାର ବିକାଶ…

ଆରବିଆଇ କାର୍ଯ୍ୟାଳୟକୁ ବୋମାରେ ଉଡ଼ାଇ ଦେବାକୁ ଧମକ !

ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫିସକୁ ବୋମାରେ ଉଡ଼ାଇଦେବାକୁ ଧମକ। ମୁମ୍ବାଇରେ ଅବସ୍ଥିତ ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆରବିଆଇ) କାର୍ଯ୍ୟାଳୟକୁ ଇମେଲ ମାଧ୍ୟମରେ ଏହି ଧମକପୂର୍ଣ୍ଣ ଚିଠି ପଠାଯାଇଥିଲା। ଏହି ଇମେଲରେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଏବଂ ଅର୍ଥମନ୍ତ୍ରୀ…

ବିଜୁବାବୁଙ୍କୁ ଭାରତରତ୍ନ କେବେ ?

ଏ ଯାବତ୍‌ ଦେଶର ୪୮ ଜଣଙ୍କୁ ଭାରତରତ୍ନ ସମ୍ମାନ ପ୍ରଦାନ କରାଯାଇଥିବା ବେଳେ ଓଡିଶାରୁ ଜଣେ ହେଲେ କେହି ଉକ୍ତ ସମ୍ମାନ ପାଇନାହାନ୍ତି। ସେବା ସହିତ କଳା, ବିଜ୍ଞାନ, ଇଞ୍ଜିନିୟରିଂ, କ୍ରୀଡ଼ା, ବାଣିଜ୍ୟ ବ୍ୟବସାୟ ଆଦି ବିବିଧ କ୍ଷେତ୍ରରେ ଉକ୍ରର୍ଷ ପ୍ରତିପାଦନ କରିଥିବା ବ୍ୟକ୍ତି ବିଶେଷଙ୍କୁ ଦେଶ…

ପୁରୀ ଆସିବେ… ନିମନ୍ତ୍ରଣ ରହିଲା

ଭୁବନେଶ୍ୱର,୨୬ା୧୨ : ଆସନ୍ତା ଜାନୁଆରୀ ୧୭ ତାରିଖରେ ଓଡ଼ିଶା ସହ ଶ୍ରୀକ୍ଷେତ୍ର ଓ ଶ୍ରୀମନ୍ଦିର ଇତିହାସରେ ଯୋଡ଼ିହେବ ସ୍ୱର୍ଣ୍ଣିମ ଫର୍ଦ୍ଦ। ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ହେବ ଲୋକାର୍ପଣ। ଏଥିପାଇଁ ଭବ୍ୟ ଆୟୋଜନ ଆରମ୍ଭ କରିଛି ଶ୍ରୀମନ୍ଦିର ପ୍ରଶାସନ। ଏହି ଧାର୍ମିକ…

ନ୍ୟାୟ ନ ମିଳିବା ପର୍ଯ୍ୟନ୍ତ ପଦ୍ମଶ୍ରୀ ଫେରସ୍ତ ନେବି ନାହିଁ: ବଜରଙ୍ଗ ପୁନିଆ

ନୂଆଦିଲ୍ଲୀ, ୨୫ା୧୨: ଭାରତୀୟ କୁସ୍ତି ମହାସଂଘ (ଡବ୍ଲୁଏଫଆଇ)ର ମାନ୍ୟତା ରଦ୍ଦ ହେବା ପରେ କିମ୍ବଦନ୍ତୀ କୁସ୍ତିଯୋଦ୍ଧା ବଜରଙ୍ଗ ପୁନିଆ କହିଛନ୍ତି ଯେ ନ୍ୟାୟ ନ ମିଳିବା ପର୍ଯ୍ୟନ୍ତ ସେ ପଦ୍ମଶ୍ରୀ ପୁରସ୍କାର ପ୍ରତ୍ୟାହାର କରିବେ ନାହିଁ। ବଜରଙ୍ଗ ପୁନିଆ କହିଛନ୍ତି, ମୁଁ ପଦ୍ମଶ୍ରୀ ଫେରାଇ ନେବି…

କରୋନା ଚିନ୍ତା

 ପୁଣି ଚିନ୍ତା ବଢ଼ାଇଲାଣି କରୋନା। ଦିନକୁ ଦିନ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା। ଏହାରି ଭିତରେ କରୋନାର ନୂଆ ଭାରିଏଣ୍ଟ ସଂଖ୍ୟା ମଧ୍ୟ ଦ୍ରୁତ ଗତିରେ ବଢ଼ି ଚାଲିଛି। କେରଳ ପରେ ଏବେ ମହାରାଷ୍ଟ୍ରରେ ପଶିଛି କୋଭିଡ-୧୯ର ସବ୍‌-ଭାରିଏଣ୍ଟ ଜେଏନ୍‌.୧। ୯ ଜଣ ଏହି ସବ୍‌ ଭାରିଏଣ୍ଟରରେ…

୨୭ରେ କିଟ୍‌ ନହ୍ନିପରୀ ଗ୍ରାଣ୍ଡ ଫିନାଲେ

ଭୁବନେଶ୍ୱର, : କିଟ୍‌ ନହ୍ନିପରୀ ଲିଟିଲ୍‌ ମିସ୍‌ ଇଣ୍ଡିଆର ୨୩ତମ ସଂସ୍କରଣର ସେମିଫାଇନାଲ୍‌ ଆସନ୍ତା ୨୬ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବେଳେ ଗ୍ରାଣ୍ଡ ଫିନାଲେ ୨୭ ତାରିଖରେ ଅନୁଷ୍ଠିତ ହେବ। ଏଥିରେ ବିଭିନ୍ନ ଆଞ୍ଚଳିକ ଅଡିସନ୍‌ରୁ ମନୋନୀତ ହୋଇଥିବା ୨୭ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିବେ।…

ନୂଆ ଆୟକର ରିଟର୍ଣ୍ଣ ଜାରି: ନଗଦ ରାଶି, ସବୁ ବ୍ୟାଙ୍କ ଖାତା ବିବରଣୀ ଦେବାକୁ ପଡ଼ିବ

ନୂଆଦିଲ୍ଲୀ: ସ୍ୱାଭାବିକ ସମୟଠାରୁ ତିନି ମାସ ଆଗରୁ ନୂଆ ଆୟକର ରିଟର୍ଣ୍ଣ (ଆଇଟିଆର) ଜାରି କରାଯାଇଛି। ଆଇଟିଆର-୧ ଓ ଆଇଟିଆର-୪ ଫର୍ମକୁ ବଡ଼ଦିନ ପୂର୍ବରୁ ଉନ୍ମୋଚନ କରାଯାଇଛି। ୨୦୨୪-୨୫ ଆକଳନ ବର୍ଷ ଲାଗି ଆସିଥିବା ଏହି ଫର୍ମରେ ଟିକସ ଦାତାମାନଙ୍କୁ କେତେକ ଅତିରିକ୍ତ ସୂଚନା ଦେବାକୁ ପଡ଼ିବ।…

ଶ୍ରୀମନ୍ଦିର ସୁରକ୍ଷା : ସ୍ୱତନ୍ତ୍ର ବାଟାଲିୟନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର,୨୫ା୧୨ : ଶ୍ରୀମନ୍ଦିରର ସୁରକ୍ଷା ପାଇଁ ଗଠନ ହେବ ସ୍ୱତନ୍ତ୍ର ବାଟାଲିୟନ। ଏହି ବାଟାଲିୟନରେ ୧୧୯୦ ସୁରକ୍ଷାକର୍ମୀ ରହିବେ। ଏ ସଂପର୍କିତ ଏକ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏହି ନୂଆ ବାଟାଲିୟନ ଶ୍ରୀମନ୍ଦିରର ସୁରକ୍ଷା ସହିତ ଭିଡ଼ ପରି•ଳନା…